ମୁମ୍ବାଇ: ପ୍ରତି ଦୁଇ ବର୍ଷରେ ଅତିକମ୍ରେ ଗୋଟିଏ ଫିଲ୍ମର ନିର୍ଦ୍ଦେଶନା ଦେବାକୁ ଲକ୍ଷ୍ୟ ରଖିଛନ୍ତି ଫିଲ୍ମ ନିର୍ମାତା କରଣ ଜୋହର।
ସେ କହିଛନ୍ତି,“ମୋର ପ୍ରଥମ ପସନ୍ଦ ହେଉଛି ଫିଲ୍ମ ନିର୍ଦ୍ଦେଶନା। ପ୍ରତି ଦୁଇ ବର୍ଷରେ ଅତିକମ୍ରେ ଗୋଟିଏ ଫିଲ୍ମର ନିର୍ଦ୍ଦେଶନା ଦେବାକୁ ମୋର ଲକ୍ଷ୍ୟ ରହିଛି। ମୁଁ ଜାଣିଛି ମୁଁ ଦିନକୁ ଦିନ ଯୁବକ ହେଉ ନାହିଁ। ତେଣୁ ମୁଁ ମୋ ନାଁରେ ବହୁତ ଗୁଡ଼ିଏ ଫିଲ୍ମ ଛାଡ଼ି ଯିବାକୁ ଚାହୁଁଛି।”
କରଣ ଶେଷଥର ପାଇଁ ୨୦୧୨ରେ “ଷ୍ଟୁଡେଣ୍ଟ୍ ଅଫ୍ ଦ ଇୟର”ର ନିର୍ଦ୍ଦେଶନା ଦେଇଥିଲେ। ୪ ବର୍ଷ ଧରି କୌଣସି ଫିଲ୍ମର ନିର୍ଦ୍ଦେଶନା ଦେଇ ନ ଥିବାରୁ ମନଦୁଃଖ କରିଛନ୍ତି ସେ। ଏଥିପାଇଁ ଆସନ୍ତାବର୍ଷ ସମସ୍ତ କାର୍ଯ୍ୟକୁ ପଛରେ ପକାଇ ସେ ଏକାଧିକ ଫିଲ୍ମର ନିର୍ଦ୍ଦେଶନା ଦେବେ ବୋଲି କହିଛନ୍ତି।
ଚଳିତ ବର୍ଷ ଦୀପାବଳୀରେ ରିଲିଜ୍ ହେବ କରଣଙ୍କ ନିର୍ଦ୍ଦେଶିତ ଫିଲ୍ମ “ୟେ ଦିଲ୍ ହୈ ମୁସ୍କିଲ୍”।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।
Entertainment
ଜାନୁଆରୀ ୨୪ରେ ଆସୁଛି 'ସ୍କାଏ ଫୋର୍ସ', ବଡ଼ ପରଦାରେ ୧୯୬୫ ଭାରତ-ପାକ୍ ଯୁଦ୍ଧର ଅକୁହା କାହାଣୀ
ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଫିଲ୍ମରେ ସେନା ୟୁନିଫର୍ମରେ ନଜର ଆସିବେ ଅକ୍ଷୟ କୁମାର। ପାକିସ୍ତାନ ଉପରେ ଭାରତର ପ୍ରଥମ ଏୟାର ଷ୍ଟ୍ରାଇକ ପଛର ଘଟଣା ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।
Bollywood
ରାସ୍ତା ମଝିରେ ଅଭିନେତାଙ୍କୁ ଆକ୍ରମଣ, ଛୁରାମାଡ଼ କଲେ ଦୁର୍ବୃତ୍ତ
ଅଭିନେତାଙ୍କୁ ପ୍ରଥମେ ଛୁରୀରେ ତା'ପରେ ଲୁହା ରଡ୍ରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।