ମୁମ୍ବାଇ: ବି-ଟାଉନକୁ ଆସିବ ଦିଲ୍ଲୀ ବେଲ୍ଲୀର ସିକ୍ୟୁଏଲ। ଏ ନେଇ ସୂଚନା ଦେଇଛନ୍ତି ନିର୍ଦ୍ଦେଶକ ଅଭିନୟ ଦେଓ। ୨୦୧୧ରେ ଫିଲ୍ମକୁ ଆସିଥିବା ଏହି ଚଳଚ୍ଚିତ୍ରର ସ୍କ୍ରିପ୍ଟ ରାଇଟର ଅଖଶାନ୍ତ ବର୍ମା ଏବେ କିଛି ବ୍ୟକ୍ତିଗତ କାମରେ ବ୍ୟସ୍ତ ଅଛନ୍ତି। ତାଙ୍କ କାର୍ଯ୍ୟ ଶେଷ ହେଲା ପରେ ଏ ନେଇ କାମ ଆରମ୍ଭ ହେବ ବୋଲି ନିର୍ଦ୍ଦେଶକ ଅଭିନୟ ଦେଓ କହିଛନ୍ତି।
ଇମରାନ୍ ଖାନଙ୍କ ଅଭିନୀତ ଏହି ଫିଲ୍ମକୁ ବକ୍ସ ଅଫିସରେ ଭଲ ବ୍ୟବସାୟିକ ସଫଳତା ମିଳିଥିଲା। ଫିଲ୍ମକୁ ତାମିଲ ଭାଷାରେ ‘ସେଟ୍ଟାଇ’ ନାମରେ ନିର୍ମାଣ କରାଯାଇଥିଲା। ଏହା ମଧ୍ୟ ଭଲ ବ୍ୟବସାୟିକ ସଫଳତା ପାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।
Entertainment
ଜାନୁଆରୀ ୨୪ରେ ଆସୁଛି 'ସ୍କାଏ ଫୋର୍ସ', ବଡ଼ ପରଦାରେ ୧୯୬୫ ଭାରତ-ପାକ୍ ଯୁଦ୍ଧର ଅକୁହା କାହାଣୀ
ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଫିଲ୍ମରେ ସେନା ୟୁନିଫର୍ମରେ ନଜର ଆସିବେ ଅକ୍ଷୟ କୁମାର। ପାକିସ୍ତାନ ଉପରେ ଭାରତର ପ୍ରଥମ ଏୟାର ଷ୍ଟ୍ରାଇକ ପଛର ଘଟଣା ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।