ମୁମ୍ବାଇ: ମୁମ୍ବାଇର ବାନ୍ଦ୍ରାରେ ଥିବା ଆମୀରଙ୍କ ପତ୍ନୀଙ୍କ ଘରୁ ୮୦ଲକ୍ଷ ଟଙ୍କାର ଗହଣା ଚୋରି ହୋଇଛି। କିରନଙ୍କ ଜଣେ ସଂପର୍କୀୟ ଖାର୍ ପୋଲିସ୍ ଥାନାରେ ମାମଲା ରୁଜୁ କରିଛନ୍ତି। ପୋଲିସ୍ ଧାରା ୪୫୩ ଅନ୍ତର୍ଗତ ମାମଲା ରୁଜୁ କରି ଘଟଣାର ଅନୁସନ୍ଧାନ ଆରମ୍ଭ କରିଛି।
ଅଭିଯୋଗ ଅନୁଯାୟୀ କିରଣଙ୍କ ହୀରା ଗହଣା ଚୋରି ସଂପର୍କରେ ତାଙ୍କୁ ଗତ ସପ୍ତାହରେ ହିଁ ଜଣାପଡ଼ିଥିଲା। ଖବର ଅନୁଯାୟୀ ଚୋରି ପାଇଁ ଘରୋଇ ସହାୟକ ସନ୍ଦେହ ଘେରରେ ଥିବା ବେଳେ ପୋଲିସ ଏ ପର୍ଯ୍ୟନ୍ତ କୌଣସି ତଥ୍ୟ ପାଇ ପାରି ନାହିଁ। ପୋଲିସ୍ ଏବେ ସୁଦ୍ଧା ପର୍ଯ୍ୟନ୍ତ କିରନଙ୍କ ରୋଷେୟା ଫରଜାନା, ସହାୟକସୁଜେନା ଓ ଘରୋଇ ସହାୟକ ଝୁମକୀକୁ ଚୋରି ସଂପର୍କରେ ପଚରା ଉଚରା କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Tollywood
'ଛୁପାନା ଭି ନେହିଁ ଆତା, ଜତାନା ଭି ନେହିଁ ଆତା...' ରଶ୍ମୀକା-ବିଜୟଙ୍କ ଡେଟିଂ ଫଟୋ ଭାଇରାଲ୍
ଉଭୟ ଡେଟିଂ ଚର୍ଚ୍ଚାକୁ ଖଣ୍ଡନ କରି ଆସୁଥିଲେ ମଧ୍ୟ ସେମାନଙ୍କର କିଛି ଫଟୋ ସେଶାଲ ମିଡିଆରେ ଭାଇରାଲ୍ ହେଉଛି।
Bollywood
ରାଗିଗଲେ ଏଆର୍ ରହମାନ, ନୋଟିସ୍ ପଠାଇଲେ, ଚେତାବନୀ ଦେଲେ
ଦୀର୍ଘ ୨୯ ବର୍ଷର ବିବାହ ପରେ ଏଆର୍ ରହମାନ ନିଜ ପତ୍ନୀ ସାଇରା ବାନୁଙ୍କ ଠାରୁ ଅଲଗା ହୋଇଛନ୍ତି। ଦୁହିଁଙ୍କ ଛାଡପତ୍ରକୁ ନେଇ ଅନେକ ପ୍ରକାରର ଖବର ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।