ମୁମ୍ବାଇ: ଗ୍ଲୋବାଲ ସିଟିଜେନ ଫେଷ୍ଟିବାଲରେ ଯୋଗ ଦେବାକୁ ଆସିଥିବା ବ୍ରିଟିସ ରକ ବ୍ୟାଣ୍ଡ ‘କୋଲ୍ଡପ୍ଲେ’ର ଗାୟକ କ୍ରିସ୍ ମାର୍ଟିନ କାର୍ଯ୍ୟକ୍ରମରେ କ୍ୟାଟ୍ରିନା କୈଫ ପରିବର୍ତ୍ତେ ଭୁଲରେ କ୍ୟାଟ୍ରିନା କାପୁର କହି ଦେଇଥିଲେ। ଏହାଶୁଣି ସେଠାରେ ଉପସ୍ଥିତ ଥିବା ଦେଶୀ ଗାର୍ଲ ପ୍ରିୟଙ୍କା ଆଶ୍ଚର୍ଯ୍ୟ ହୋଇଯାଇ କିଛି କହିପାରି ନ ଥିଲେ।
ମାର୍ଟିନ ତାଙ୍କ କାର୍ଯ୍ୟକ୍ରମରେ ଭାରତରେ ହେବାକୁ ଥିବା ଏକ ଶୋ’ ବିଷୟରେ ସୂଚନା ଦେଉଥିଲେ। ମାର୍ଟିନଙ୍କ ଶୋ’ ଭାରତରେ ୧୯ ନଭେମ୍ବରରେ ହେବ। ଶୋ’ରେ ସାମିଲ ହେବାକୁ ଥିବା ସେଲିବ୍ରିଟିଙ୍କ ସଂପର୍କରେ ସୂଚନା ଦେବାକୁ ଯାଇ ମାର୍ଟିନ କୈଫ ପରିବର୍ତ୍ତେ କପୁର କହି ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Tollywood
'ଛୁପାନା ଭି ନେହିଁ ଆତା, ଜତାନା ଭି ନେହିଁ ଆତା...' ରଶ୍ମୀକା-ବିଜୟଙ୍କ ଡେଟିଂ ଫଟୋ ଭାଇରାଲ୍
ଉଭୟ ଡେଟିଂ ଚର୍ଚ୍ଚାକୁ ଖଣ୍ଡନ କରି ଆସୁଥିଲେ ମଧ୍ୟ ସେମାନଙ୍କର କିଛି ଫଟୋ ସେଶାଲ ମିଡିଆରେ ଭାଇରାଲ୍ ହେଉଛି।
Bollywood
ରାଗିଗଲେ ଏଆର୍ ରହମାନ, ନୋଟିସ୍ ପଠାଇଲେ, ଚେତାବନୀ ଦେଲେ
ଦୀର୍ଘ ୨୯ ବର୍ଷର ବିବାହ ପରେ ଏଆର୍ ରହମାନ ନିଜ ପତ୍ନୀ ସାଇରା ବାନୁଙ୍କ ଠାରୁ ଅଲଗା ହୋଇଛନ୍ତି। ଦୁହିଁଙ୍କ ଛାଡପତ୍ରକୁ ନେଇ ଅନେକ ପ୍ରକାରର ଖବର ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।