ଆସିଲା ଲତାଙ୍କ ହେଲଥ୍‌ ଅପଡେଟ, ଡାକ୍ତର କହିଲେ- ପ୍ରାର୍ଥନା କରନ୍ତୁ

ମୁମ୍ବାଇ: ସୁରସାମ୍ରାଜ୍ଞୀ ଲତା ମଙ୍ଗେସକର କରୋନାରେ ଆକ୍ରାନ୍ତ ହୋଇ ଗତ କିଛି ଦିନ ହେବ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ଏବେ ଆସିଛି ତାଙ୍କ ହେଲଥ୍‌ ଅପଟେଡ ।  ଲତା ଏବେ ବି ଆଇସିୟୁରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି।  ହେଲେ ତାଙ୍କ ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିବାକୁ କହିଛନ୍ତି ଡାକ୍ତର। ଗତ  ୮ ଜାନୁଆରୀରେ ୯୨ ବର୍ଷୀୟା ଲତା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରଠୁ ବୟସାଧୀକ ହେତୁ ତାଙ୍କୁ ତୁରନ୍ତ […]

lata-mangeshkar

lata-mangeshkar

Niharika Rout
  • Published: Thursday, 20 January 2022
  • Updated: 20 January 2022, 08:27 AM IST

Sports

Latest News

ମୁମ୍ବାଇ: ସୁରସାମ୍ରାଜ୍ଞୀ ଲତା ମଙ୍ଗେସକର କରୋନାରେ ଆକ୍ରାନ୍ତ ହୋଇ ଗତ କିଛି ଦିନ ହେବ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ଏବେ ଆସିଛି ତାଙ୍କ ହେଲଥ୍‌ ଅପଟେଡ ।  ଲତା ଏବେ ବି ଆଇସିୟୁରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି।  ହେଲେ ତାଙ୍କ ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିବାକୁ କହିଛନ୍ତି ଡାକ୍ତର।

ଗତ  ୮ ଜାନୁଆରୀରେ ୯୨ ବର୍ଷୀୟା ଲତା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରଠୁ ବୟସାଧୀକ ହେତୁ ତାଙ୍କୁ ତୁରନ୍ତ ବ୍ରିଚକାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ନିମୋନିଆରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ଏବେ ଆଇସିୟୁରେ ତାଙ୍କ ଚିକିତ୍ସା ଚାଲିଛି।

ବ୍ରିଚକାଣ୍ଡି ହସ୍ପିଟାଲ ଡାକ୍ତର ପ୍ରତୀତ  ସମଦାନୀ କହିଛନ୍ତି, ଲତା ଏବେ ଆଇସିୟୁରେ ଅଛନ୍ତି। ଡାକ୍ତରୀ ଟିମ୍‌ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ସେ କିପରି ଶୀଘ୍ର ସୁସ୍ଥ ହେବେ। ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି।  ହେଲେ ସମସ୍ତେ ତାଙ୍କ ଆଶୁ ଆରୋଗ୍ୟ କାମନା କରିବା ଉଚିତ।

ଏଥିସହ ସେ କହିଛନ୍ତି ଲତାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ଯେପରି ଅଛି ତାଙ୍କୁ ଆଉ କିଛି ଦିନ ହସ୍ପିଟାଲରେ ରହିବାକୁ ପଡ଼ିବ । ଡାକ୍ତରୀ ଟିମ୍‌ ୨୪ ଘଣ୍ଟା ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ପୂର୍ବଠୁ ଉନ୍ନତି ହୋଇଥିଲେ ବି ତାଙ୍କୁ କାହା ସହ ସାକ୍ଷାତ କରିବାକୁ ଅନୁମତି ମିଳୁନି। ଏଥିସହ ତାଙ୍କ ସ୍ୱାସ୍ଥ୍ୟ ବିଷୟରେ ବାହାରେ ଅଧିକ ପ୍ରଚାର ହେଉ ବୋଲି ଚାହୁଁ ନାହାନ୍ତି ଲତା ମଙ୍ଗେସକର ।

ଲତାଙ୍କ ପରିବାର ସଦସ୍ୟଙ୍କ କହିବାନୁଯାୟୀ, ଦିଦିଙ୍କ ନିକଟରେ କରୋନାର କମ୍‌ ଲକ୍ଷଣ ମିଳିଥିଲା। କିନ୍ତୁ ବୟସାଧୀକ ଯୋଗୁ ତାଙ୍କ ଉପରେ ଅଧିକ ଧ୍ୟାନ ରଖାଯାଇଛି। ତେଣୁ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story