ସୋନୁ ସୁଦ୍‌ଙ୍କ ନାଁରେ FIR

ମୁମ୍ବାଇ: ରିଲ୍‌ରୁ ରିଅଲ ହିରୋ ସାଜିଥିବା ବଲିଉଡ ଅଭିନେତା ସୋନୁ ସୁଦ୍‌ଙ୍କ ନାଁରେ ଏଫଆଇଆର୍‌। ମୁମ୍ବାଇ ପୁଲିସ ତାଙ୍କ ନାଁରେ ମାମଲା ରୁଜୁ  କରିଛି। ବିଏମ୍‌ସି ସୋନୁଙ୍କ ନାଁରେ ଆଣିଛି ସାଙ୍ଘାତିକ ଅଭିଯୋଗ। ମୁମ୍ବାଇ ଜୁହୁ ସ୍ଥିତ ତାଙ୍କର ଛଅ ମହଲା ବିଶିଷ୍ଟ ଘରକୁ ସୋନୁ ସୁଦ୍‌ ବ୍ୟବସାୟୀକ ପ୍ରତିଷ୍ଠାନରେ ପରିଣତ କରିଦେଇଛନ୍ତି। ତାଙ୍କ ଘରକୁ ସେ ବିନା କୌଣସି ଅନୁମତିରେ ହୋଟେଲରେ ପରିଣତ କରିଦେଇଥିବା ବିଏମ୍‌ସି ଅଭିଯୋଗ କରିଛି। ଏହି ଘଟଣାରେ ବିଏମ୍‌ସି ଗତ ୪ […]

Sonu sood

Sonu sood

Madhupriya Mistry
  • Published: Thursday, 07 January 2021
  • Updated: 07 January 2021, 01:00 PM IST

Sports

Latest News

ମୁମ୍ବାଇ: ରିଲ୍‌ରୁ ରିଅଲ ହିରୋ ସାଜିଥିବା ବଲିଉଡ ଅଭିନେତା ସୋନୁ ସୁଦ୍‌ଙ୍କ ନାଁରେ ଏଫଆଇଆର୍‌। ମୁମ୍ବାଇ ପୁଲିସ ତାଙ୍କ ନାଁରେ ମାମଲା ରୁଜୁ  କରିଛି। ବିଏମ୍‌ସି ସୋନୁଙ୍କ ନାଁରେ ଆଣିଛି ସାଙ୍ଘାତିକ ଅଭିଯୋଗ।

ମୁମ୍ବାଇ ଜୁହୁ ସ୍ଥିତ ତାଙ୍କର ଛଅ ମହଲା ବିଶିଷ୍ଟ ଘରକୁ ସୋନୁ ସୁଦ୍‌ ବ୍ୟବସାୟୀକ ପ୍ରତିଷ୍ଠାନରେ ପରିଣତ କରିଦେଇଛନ୍ତି। ତାଙ୍କ ଘରକୁ ସେ ବିନା କୌଣସି ଅନୁମତିରେ ହୋଟେଲରେ ପରିଣତ କରିଦେଇଥିବା ବିଏମ୍‌ସି ଅଭିଯୋଗ କରିଛି।

ଏହି ଘଟଣାରେ ବିଏମ୍‌ସି ଗତ ୪ ତାରିଖରେ ଜୁହୁ ପୁଲିସ ଷ୍ଟେସନରେ ଏକ ମାମଲା ଦାୟର କରିଥିଲା। ଅଭିଯୋଗରେ କୁହାଯାଇଥିଲା ଯେ, ସୋନୁ ସୁଦ ଶକ୍ତିସାଗର ବିଲ୍ଡିଂକୁ ବିନା ସରକାରୀ ଅନୁମତିରେ ହୋଟେଲରେ ପରିଣତ କରି ଦେଇଛନ୍ତି। ନିୟମ ମୁତାବକ ଶକ୍ତି ସାଗର ଏକ ଆବାସିକ କୋଠା ଅଟେ ତେଣୁ ଏହାକୁ ବାଣିଜ୍ୟ କାରବାରରେ ବ୍ୟବହାର କରାଯାଇପାରିବ ନାହିଁ । ବିଏମସି ଅହୁରି ଅଭିଯୋଗ କରିଛି କି ସୋନୁ ନିଜେ ଏହି ଜମିର କିଶମ ପରିବର୍ତ୍ତନ କରିଦେଇଛନ୍ତି । ଏହା ସହ ବିଏମସିର ବିନା ପରାମର୍ଶରେ ଅନୁମତି ଠାରୁ ଅଧିକ ଉଚ୍ଚତାର କୋଠା ନିର୍ମାଣ କରିଛନ୍ତି । ଏହାସହ ଅବାସିକ କୋଠାକୁ ବାଣିଜ୍ୟ କାରବାର ନିମନ୍ତେ ବ୍ୟବହାର କରୁଛନ୍ତି । ଏନେଇ ବିଏମସି ଠାରୁ ଯେଉଁ ଅନୁମତି ଓ ପ୍ଲାନିଂ ନେବା କଥା ତାହା ସେ କରି ନାହାନ୍ତି । ତାଙ୍କ ବିରୋଧରେ ମହାରାଷ୍ଟ୍ର ରିଜନ ଆଣ୍ଡ ଟାଉନ ପ୍ଲାନିଂ ଆକ୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୁଲିସକୁ ବିଏମ୍‌ସି ନିବେଦନ କରିଥିଲା।

ସେପଟେ ସୋନୁ ସୁଦ ଏହି ଅଭିଯୋଗକୁ ନେଇ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ପୂର୍ବରୁ ବ୍ୟବସାୟିକ ପ୍ରତିଷ୍ଠାନ ତଥା ୟୁଜର ପରିବର୍ତ୍ତନ ପାଇଁ ବିଏମ୍‌ସିକୁ ସେ ଅନୁମତି ମାଗିଥିଲେ। କିନ୍ତୁ କରୋନା ମହାମାରୀ ଯୋଗୁଁ ମହାରାଷ୍ଟ୍ର କୋଷ୍ଟାଲ ଜୋନ୍‌ ମ୍ୟାନେଜମେଣ୍ଟ ଅଥରିଟି ପକ୍ଷରୁ ଅନୁମତି ମିଳିପାରି ନାହିଁ। ଅନୁମତି ପାଇଁ ଅପେକ୍ଷା କରିଛନ୍ତି। ଅନ୍ୟପକ୍ଷରେ ଘଟଣାର ତଦନ୍ତ ଜାରି ରହିଥିବା ନେଇ ପୁଲିସ କହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story