ମୁମ୍ବାଇ: ଆଜିକାଲି ବଲିଉଡର ନାୟିକାମାନେ ଅନ୍ୟମାନଙ୍କ ଧ୍ୟାନ ଆକର୍ଷଣ କରିବା ପାଇଁ ବିଭିନ୍ନ ଷ୍ଟାଇଲ୍ର ଡ୍ରେସ୍ ପିନ୍ଧୁଛନ୍ତି। ସେହି ଅଭିନେତ୍ରୀଙ୍କ ମଧ୍ୟରୁ ମଲାଇକା ଅରୋଡା ଜଣେ। ଅରବାଜ ଖାନଙ୍କ ଠାରୁ ଅଲଗା ହେବା ପରେ ମଲାଇକାଙ୍କ ଜୀବନରେ କୌଣସି ପରିବର୍ତ୍ତନ ଆସିନାହିଁ। ବରଂ ଖୁଲମଖୁଲା ଜୀବନ ବିତାଉଛନ୍ତି ସେ। ଏକ ବିଜନେସ୍ ପାର୍ଟିରେ ମଲାଇକାଙ୍କୁ ଏକ ଗ୍ରୀନ୍କଲର ଗାଉନରେ ଦେଖିବାକୁ ମିଳିଥିଲା। ପାର୍ଟିରେ ମଲାୟିକାଙ୍କ ଡ୍ରେସ୍ ଉପରେ ଥିଲା ସମସ୍ତଙ୍କର ନଜର। ଆଉ ସେ ବନି ଥିଲେ ଆକର୍ଷଣର କେନ୍ଦ୍ର ବିନ୍ଦୁ। କାରଣ ସେ ପିନ୍ଧିଥିବା ଡ୍ରେସ୍ଟି ଡିପ୍ ବ୍ୟାକ୍ଲେସ୍ ଥିଲା। ମାନେ- ବେକଠାରୁ ଅଣ୍ଟା ପର୍ଯ୍ୟନ୍ତ ପୂରା ପୁଙ୍ଗୁଳା ଥିଲା। ଏହି ଡ୍ରେସ୍ରେ ମଲାଇକା ଭାରି ହଟ୍ ଲାଗୁଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ହାସ୍ୟ ଅଭିନେତା ଟିକୁଙ୍କୁ ହୃଦ୍ଘାତ! ହସ୍ପିଟାଲରେ ଭର୍ତ୍ତି
ତାଙ୍କୁ ମୁମ୍ବାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।