ପିଲାବେଳୁ ଅଭିନୟ ପ୍ରତି ରୁଚି ରଖିଥିଲେ। ସେଥିପାଇଁ ଘର ଛାଡ଼ି ରାଜ୍ୟ ବାହାରକୁ ଗଲେ। ନିଜ ରକ୍ତରେ ଅଭିନୟର କଳା ଥିବାରୁ ଡ୍ୟାନ୍ସ ଶିଖିଲେ। ବଡ଼ ବ୍ରେକ୍କୁ ଅପେକ୍ଷା କରିଥିଲେ। ଆଉ ସୁଯୋଗ ମଧ୍ୟ ମିଳିଲା। ଟଲିଉଡ୍ରେ ଏଣ୍ଟ୍ରି ମାରିଲେ ମାଲକାନଗିରିର ଝିଅ ମନିକା ସମାଦ୍ଦାର। ମନିକା ପିଲା ବେଳୁ କଳାପ୍ରତି ଆକୃଷ୍ଟ ହୋଇଥିଲେ। ପାଠ ପଢ଼ା ସହିତ ନୃତ୍ୟ ଓ ଅଭିନୟ ପ୍ରତି ରୁଚି ରଖିଥିଲେ। ଝିଅର ଏପରି ରୁଚି ଦେଖି ପରିବାର ଲୋକେ ତାଙ୍କୁ ହାଇଦ୍ରାବାଦ ପଠାଇ ଦେଇଥିଲେ। ଅର୍ଥାତ ଯୁକ୍ତ ଦୁଇ ପାସ୍ କରିବା ପରେ ମନିକା ହାଇଦ୍ରାବାଦରେ ଚାକିରି କରୁଥିବା ବଡ଼ ଭାଇଙ୍କ ପାଖକୁ ଚାଲି ଯାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଠକଙ୍କ ହାବୁଡ଼ରେ ପଡ଼ିଗଲେ ଅଭିନେତ୍ରୀ ଦିଶା ପଟାନୀଙ୍କ ବାପା, ବଡ଼ ସରକାରୀ ପଦପଦବୀର ଆଶା ଦେଖାଇ ନେଇଗଲେ ୨୫ ଲକ୍ଷ
ଅଭିଯୁକ୍ତମାନେ ଜଗଦୀଶ ସିଂହ ପଟାନୀଙ୍କ ବିଶ୍ୱାସ ଜିତିବା ପରେ ତାଙ୍କଠାରୁ ୨୫ ଲକ୍ଷ ଟଙ୍କା ନେଇଥିବା ଅଭିଯୋଗ ହୋଇଛି।
National
ଗାୟକ ଦିଲଜିତ ଦୋସାଞ୍ଜଙ୍କୁ ତେଲାଙ୍ଗାନା ସରକାରଙ୍କ ନୋଟିସ୍
ଆଜି ହାଇଦ୍ରାବାଦରେ ଗାୟକ ଦିଲଜିତ ଦୋସାଞ୍ଜଙ୍କ ମ୍ୟୁଜିକ୍ କନ୍ସର୍ଟର କାର୍ଯ୍ୟକ୍ରମ ରହିଛି।
Crime
ଯୌନ ନିର୍ଯାତନା ଅଭିଯୋଗରେ କଣ୍ଠଶିଳ୍ପୀ ସଞ୍ଜୟ ଚକ୍ରବର୍ତ୍ତୀ ଗିରଫ
କୋଲକାତାରେ ନିଜ ସଙ୍ଗୀତ ଶିକ୍ଷାକେନ୍ଦ୍ରର ନାବାଳିକା ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ। ଗିରଫ ଭୟରେ ମୁମ୍ବାଇରେ ଲୁଚିଥିଲେ କଣ୍ଠଶିଳ୍ପୀ ସଞ୍ଜୟ ଚକ୍ରବର୍ତ୍ତୀ। ସାଙ୍ଗ ଘରୁ ବାନ୍ଧିଲା କୋଲକାତା ପୁଲିସ।
Entertainment
ଘୋଷଣା ହେଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର; କିଏ କେଉଁ ପୁରସ୍କାର ପାଇଲେ ପଢ଼ନ୍ତୁ
୨୦୨୨ ମସିହା ପାଇଁ ବିଶିଷ୍ଟ ହାସ୍ୟ ଅଭିନେତା ଜୟରାମ ସାମଲଙ୍କୁ ଜୀବନବ୍ୟାପୀ ସାଧନା ପାଇଁ ‘ମୋହନ ସ୍ୱାମୀ ଗୋସ୍ୱାମୀ ପୁରସ୍କାର ପ୍ରଦାନ କରାଯିବ।
National
ଆଇସିଏଫଟି-ୟୁନେସ୍କୋ ଗାନ୍ଧୀ ପଦକ - ଶାନ୍ତି ଓ ମାନବିକତାକୁ ସିନେମା ଜରିଆରେ ଶ୍ରଦ୍ଧାଞ୍ଜଳି
ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ୫୫ତମ ସଂସ୍କରଣରେ ସମ୍ମାନଜନକ ଆଇସିଏଫଟି-ୟୁନେସ୍କୋ ଗାନ୍ଧୀ ପଦକ ପାଇଁ ଆନୁଷ୍ଠାନିକ ଭାବେ ମନୋନୀତ ଚଳଚିତ୍ର ଗୁଡ଼ିକୁ ଉନ୍ମୋଚନ କରାଯାଇଛି, ଯାହା (ଇଣ୍ଟରନ୍ୟାସନାଲ୍ କାଉନ୍ସିଲ୍ ଫର୍ ଫିଲ୍ମ, ଟେଲିଭିଜନ ଆଣ୍ଡ ଅଡିଓଭିଜୁଆଲ୍ କମ୍ୟୁନିକେସନ୍ (ଆଇସିଏଫଟି) ପ୍ୟାରିସ୍ ଏବଂ ମିଳିତ ଜାତିସଂଘ ଶିକ୍ଷା, ବୈଜ୍ଞାନିକ ଓ ସାଂସ୍କୃତିକ ସଂଗଠନ (ୟୁନେସ୍କୋ)ର ମିଳିତ ସହଯୋଗରେ ପ୍ରସ୍ତୁତ କରାଯାଇଛି।