ଆନ୍ନିଭରସାରି ପୂର୍ବରୁ ଅନୁଭବ ଦେଲେ ବଡ ମେସେଜ| Odisha Reporter
Advertisment
ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ବିବାହ ବିଚ୍ଛେଦ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି। ଅନୁଭବ ଗତକାଲି ରାତିରେ ସୋଶାଲ୍ ମିଡିଆ ସାଇଟ୍ X ରେ ନିଜ ବିବାହ ବିଚ୍ଛେଦ ସମ୍ପର୍କରେ ସୂଚନା ଦେଇଛନ୍ତି। ଅନୁଭବ ଲେଖିଛନ୍ତି, ତାଙ୍କ ବିବାହର ଦଶ ବର୍ଷ ପୂର୍ତ୍ତି ପୂର୍ବରୁ ତାଙ୍କ ଛାଡ଼ପତ୍ର ହୋଇଛି। ଏନେଇ ଏକ କୋର୍ଟ ନିର୍ଦ୍ଦେଶର ଫଟୋ କପିକୁ ବି ସେ ଏଥିରେ ଆଟାଚ୍ କରିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us