ମୁମ୍ବାଇ: ନାଳନ୍ଦା ଖଣ୍ଡହର ବୁଲି ଦେଖିଛନ୍ତି ସଲମାନଙ୍କ ପରିବାର। ସଲମାନଙ୍କ ମା ସୁଶୀଲା, ଭଉଣୀ ଅଲବୀରା ଖାନ୍ ଏବଂ ଭେଣେଇ ଅତୁଲ ଅଗ୍ନିହୋତ୍ରୀ ନାଳନ୍ଦା ଖଣ୍ଡହରକୁ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଜ୍ଞାନର ନଗରୀକୁ ଆସି ଜୀବନ ଧନ୍ୟ ହୋଇଗଲା ବୋଲି କହିଛନ୍ତି ସଲମାନଙ୍କ ପରିବାର।
ଖଣ୍ଡହରର ପ୍ରତ୍ୟେକଟି ଜିନିଷକୁ ଛୋଟ ପିଲାଙ୍କ ପରି ହାତ ମାରି ଦେଖିବା କଥା ମଧ୍ୟ ସେମାନେ କହିଛନ୍ତି। ଏହାପରେ ପୁରା ପରିବାର ପାଟଣା ସିଟିର ହରମନ୍ଦିର ଯାଇ ସେଠାରେ ଗୁରୁ ଗୋବିନ୍ଦ ଜୀଙ୍କ ଦର୍ଶନ କରିଛନ୍ତି। ବିଶ୍ୱ ହେରିଟେଜ୍ ସାଇଟ୍ରେ ନାଳନ୍ଦା ସାମିଲ ହେବା ପରେ ଏହାକୁ ଦେଖିବାର ଇଚ୍ଛା ଶେଷରେ ପୁରା ହୋଇଛି ବୋଲି ସଲମାନଙ୍କ ଭଉଣୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ହାସ୍ୟ ଅଭିନେତା ଟିକୁଙ୍କୁ ହୃଦ୍ଘାତ! ହସ୍ପିଟାଲରେ ଭର୍ତ୍ତି
ତାଙ୍କୁ ମୁମ୍ବାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।