ଭୁବନେଶ୍ୱର: ନୂଆବର୍ଷରେ ପରଦାକୁ ଆସିଛି ନୂଆ ଓଡ଼ିଆ ଫିଲ୍ମ ‘ନିଝୁମ ରାତିର ସାଥୀ’। ଫିଲ୍ମରେ ରୋମାନ୍ସ ସାଙ୍ଗକୁ ରହିଛି ସସ୍ପେନ୍ସ ଥ୍ରୀଲର। ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଛନ୍ତି ଚନ୍ଦନ ଓ ଅଭିନେତ୍ରୀ ତମନ୍ନ। ଅନ୍ୟମାନଙ୍କ ମଧ୍ୟରେ ଅଭିନେତା ଜ୍ୟୋତି, କୁନା ତ୍ରିପାଠୀ ଓ ବିଜୁ ବଡ଼ଜେନା ଭଳି କଳାକାରମାନେ ଏଥିରେ ଅଭିନୟ କରିଛନ୍ତି। ଏସ୍.କେ.ଏସ୍. ପ୍ରଡକ୍ସନ୍ସ ବ୍ୟାନରେ ନିର୍ମିତ ଏହି ଚଳଚ୍ଚିତ୍ରକୁ ସଞ୍ଜୟ ନାୟକ ନିର୍ଦ୍ଦେଶନା ଦେଇଛନ୍ତି। ପ୍ରଯୋଜନା ଭାର ନେଇଛନ୍ତି ସନ୍ତୋଷ କୁମାର ସିଂହ।
ଭିନ୍ନ ଧରଣର ଏହି କାହାଣୀକୁ ଦର୍ଶକ ବେଶ ପସନ୍ଦ କରିବେ ବୋଲି ପ୍ରଯୋଜକ ଆଶା ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ହାସ୍ୟ ଅଭିନେତା ଟିକୁଙ୍କୁ ହୃଦ୍ଘାତ! ହସ୍ପିଟାଲରେ ଭର୍ତ୍ତି
ତାଙ୍କୁ ମୁମ୍ବାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।