କଟକ: କଟକରେ ଷଷ୍ଠ ଓଡ଼ିଆ ଫିଲ୍ମ ଫେୟାର ଆୱାର୍ଡ ଅନୁଷ୍ଠିତ ହୋଇଯାଇଛି। ଏ ଅବସରରେ ଶ୍ରେଷ୍ଠ ଅଭିନେତା ଭାବେ ବାବୁସାନ୍ ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଝିଲିକଙ୍କୁ ପୁରସ୍କୃତ କରାଯାଇଥିଲା। ତରଙ୍ଗ ସିନେ ପ୍ରଡକ୍ସନ ନିର୍ମିତ ଫିଲ୍ମ ‘ଗପ ହେଲେ ବି ସତ’କୁ ସର୍ବାଧିକ ୭ଟି ବର୍ଗରେ ପୁରସ୍କାର ମିଳିଥିଲା। ସଙ୍ଗୀତ ନିର୍ଦ୍ଦେଶନା ପାଇଁ ପ୍ରେମାନନ୍ଦ, ପ୍ରଚ୍ଛଦପଟ ଗାୟକ ପାଇଁ ହ୍ୟୁମାନ ସାଗର, ଗୀତିକାର ଭାବେ ଅରୁଣ ମନ୍ତ୍ରୀ ଏବଂ ଶ୍ରେଷ୍ଠ ସାଉଣ୍ଡ୍ ରେକର୍ଡିଷ୍ଟ ଭାବେ ରଶ୍ମୀରଞ୍ଜନ ଦାସଙ୍କୁ ପୁରସ୍କୃତ କରାଯାଇଥିଲା।
ସହିପରି ସବ୍ୟସାଚୀଙ୍କୁ ଲୋକଙ୍କ ପସନ୍ଦର ଶ୍ରେଷ୍ଠ ଅଭିନେତା, ଅପରାଜିତାଙ୍କୁ ଶ୍ରେଷ୍ଠ ଚରିତ୍ର ଅଭିନେତ୍ରୀ ଓ ମିହିର ଦାସଙ୍କୁ ଶ୍ରେଷ୍ଠ ଚରିତ୍ର ଅଭିନେତା ଭାବେ ପୁରସ୍କୃତ କରାଯାଇଥିଲା। ଭେଟେରାନ୍ ଅଭିନେତା ତଥା ନିର୍ଦ୍ଦେଶକ ପ୍ରଶାନ୍ତ ନନ୍ଦଙ୍କୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ୍ ସମ୍ମାନରେ ସମ୍ମାନିତ କରାଯାଇଥିଲା। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବଲିଉଡ୍ ହାସ୍ୟ ଅଭିନେତା ରାଜପାଲ୍ ଯାଦବ ବିଶେଷ ଆକର୍ଷଣ ସୃଷ୍ଟି କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।
Entertainment
ଅଭିନେତା ସିଦ୍ଦିକିଙ୍କୁ 'ସୁପ୍ରିମ୍' ଆଶ୍ୱସ୍ତି, ଦୁଷ୍କର୍ମ ମାମଲାରେ ମିଳିଲା ଆଗୁଆ ଜାମିନ
ହେମା କମିଟି ରିପୋର୍ଟ ଆସିବା ପରେ ମାଲୟାଲମ ଇଣ୍ଡଷ୍ଟ୍ରିର ଜଣେ ଅଭିନେତ୍ରୀ ତାଙ୍କ ବିରୁଦ୍ଧରେ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ।