ମୁମ୍ବାଇ: ରିଲିଜ୍ ହୋଇଯାଇଛି ଫିଲ୍ମ ‘ଉରି’ର ଟ୍ରେଲର।୨ ମିନିଟ୍ ୨୪ ସେକେଣ୍ଡର ଏହି ଟ୍ରେଲରରେ ସର୍ଜିକାଲ ଷ୍ଟ୍ରାଇକ୍ର କହାଣୀ ଦେଖିବାକୁ ମିଳିଛି। ଫିଲ୍ମ ‘ଉରି’ରେ ଏନ୍ଏସ୍ଏ ଅଜିତ୍ ଡୋଭାଲଙ୍କ ଭୂମିକାରେ ପରେଶ ରାଓ୍ୱଲ୍ ନଜର ଆସିଛନ୍ତି। ଏଥିସହିତ ଅଭିନେତା ବିକ୍କି କୌଶଲ ଆର୍ମୀ ଅଫିସର ଭୂମିକାରେ ଅଭିନୟ କରୁଛନ୍ତି। ଫିଲ୍ମରେ ୟାମି ଗୌତମ ମଧ୍ୟ ସ୍ପେଶାଲ ଅଫିସର ଭୂମିକାରେ ନଜର ଆସିଛନ୍ତି।
https://youtu.be/Cg8sbRFS3zU
ଫିଲ୍ମରେ ଥିବା ସବୁ ଡାଇଲଗ୍ ବେଶ୍ ଦମ୍ଦାର୍ ରହିଛି। ଫିଲ୍ମର ନିର୍ଦ୍ଦେଶନା ଆଦିତ୍ୟ ଧର୍ ଦେଇଥିବାବେଳେ ରାଣୀ ସୁକ୍ଲା ଫିଲ୍ମର ପ୍ରଯୋଜନା ଭାର ସମ୍ଭାଳିଛନ୍ତି। ଫିଲ୍ମଟି ୨୦୧୬ରେ ଆତଙ୍କବାଦର ବିରୋଧରେ ହୋଇଥିବା ସର୍ଜିକାଲ ଷ୍ଟ୍ରାଇକ୍ ଉପରେ ଆଧାରିତ । ୟୁ-ଟ୍ୟୁବ୍ରେ ଅପଲୋଡ଼ ହେବାର ୨୪ ଘଣ୍ଟା ମଧ୍ୟରେ ଟ୍ରେଲର୍ଟିକୁ ୮,୧୦୨,୨୭୮ ଥର ଭ୍ୟୁ ହୋଇଛି । ସିନେମାଟି ଆସନ୍ତା ବର୍ଷ ଜାନୁୟାରୀ ୧୧ ତାରିଖରେ ପରଦାକୁ ଆସିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।
Entertainment
ଜାନୁଆରୀ ୨୪ରେ ଆସୁଛି 'ସ୍କାଏ ଫୋର୍ସ', ବଡ଼ ପରଦାରେ ୧୯୬୫ ଭାରତ-ପାକ୍ ଯୁଦ୍ଧର ଅକୁହା କାହାଣୀ
ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଫିଲ୍ମରେ ସେନା ୟୁନିଫର୍ମରେ ନଜର ଆସିବେ ଅକ୍ଷୟ କୁମାର। ପାକିସ୍ତାନ ଉପରେ ଭାରତର ପ୍ରଥମ ଏୟାର ଷ୍ଟ୍ରାଇକ ପଛର ଘଟଣା ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।