ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଏବେ କରୋନା ଭାଇରସକୁ ନେଇ ସାରା ଦେଶ ଚିନ୍ତିତ ରହିଛି। ଏହାର ମୁକାବିଲା ପାଇଁ ସମସ୍ତଙ୍କୁ ସଚେତନ କରାଯାଉଛି। ଏଥିପାଇଁ ସାମାଜିକ ଦୂରତ୍ୱକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ତେବେ କେବଳ ସରକାର ନୁହନ୍ତି, ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ଲୋକେ ମଧ୍ୟ ଏନେଇ ସଚେତନ କରାଉଛନ୍ତି। ଆଉ ଏହି କଥାକୁ ଅକ୍ଷରେ ଅକ୍ଷରେ ପାଳନ କରୁଛନ୍ତି ଅଭିନେତ୍ରୀ ପ୍ରକୃତି ମିଶ୍ର। ସେଥିପାଇଁ ସେ ଭୁବନେଶ୍ୱରରେ ଥାଇ ବି ଘରକୁ ଯାଉ ନାହାନ୍ତି […]
prakruti