ଶ୍ରୀତମଙ୍କୁ କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଲିଉଡ୍ ଅଭିନେତା ଶ୍ରୀତମ ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। କରୋନାରେ ସଂକ୍ରମିତ ହୋଇଥିବାରୁ ଶ୍ରୀତମ ହୋମ୍‌ ଆଇସୋଲେସନରେ ଅଛନ୍ତି। ସମସ୍ତଙ୍କୁ ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି। ଏହା ସହ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ କୋଭିଡ୍ ଟେଷ୍ଟ କରାଇ ନିଅନ୍ତୁ ବୋଲି ଶ୍ରୀତମ କହିଛନ୍ତି। Hello everyone, Today, I have been tested Covid positive. I shall not […]

srittam

Jitendra Garnayak
  • Published: Tuesday, 15 September 2020
  • , Updated: 15 September 2020, 02:07 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଲିଉଡ୍ ଅଭିନେତା ଶ୍ରୀତମ ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।

କରୋନାରେ ସଂକ୍ରମିତ ହୋଇଥିବାରୁ ଶ୍ରୀତମ ହୋମ୍‌ ଆଇସୋଲେସନରେ ଅଛନ୍ତି। ସମସ୍ତଙ୍କୁ ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି। ଏହା ସହ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ କୋଭିଡ୍ ଟେଷ୍ଟ କରାଇ ନିଅନ୍ତୁ ବୋଲି ଶ୍ରୀତମ କହିଛନ୍ତି।

Related story