ମୁମ୍ୱାଇ: ଟେଲି ଅଭିନେତ୍ରୀ ସାରା ଖାନ୍ ପାକିସ୍ତାନରେ ସୁଟିଂ କରୁଥିବାରୁ ତାଙ୍କ ବାପାମା’ ଚିନ୍ତାରେ ଅଛନ୍ତି। ଉରୀ ଆକ୍ରମଣ ଓ ସର୍ଜିକାଲ୍ ଷ୍ଟ୍ରାଇକ୍ ପରେ ଭାରତ-ପାକିସ୍ତାନ ମଧ୍ୟରେ ତିକ୍ତତା ବଢ଼ି ଯାଇଛି। ଫଳରେ ଦୁଇ ଦେଶର କଳାକାରଙ୍କ ଉପରେ ଏହାର ପ୍ରଭାବ ପଡ଼ିଛି।
ସାରା ଭାରତ-ପାକିସ୍ତାନ ସୀମା ନିକଟରେ ୨୦ ଦିନ ହେବ ଶୁଟିଂରେ ବ୍ୟସ୍ତ ଅଛନ୍ତି। ଇଣ୍ଡିଆନ୍ ମୋସନ୍ ପିକଚର୍ସ ପ୍ରୋଡ୍ୟୁସର୍ସ ଆସୋସିଏସନ୍ ସାରାଙ୍କ ସହ ଲଗାତାର ସମ୍ପର୍କରେ ରହିଛି। ସାରା କହିଛନ୍ତି,“ ଭାରତ-ପାକିସ୍ତାନ ମଧ୍ୟରେ ଚାଲିଥିବା ତିକ୍ତତାକୁ ନେଇ ମୋ ବାପାମା’ ଚିନ୍ତାରେ ଅଛନ୍ତି। ଏଠାରେ ସ୍ଥିତି ଭଲ ରହିଛି। ଚିନ୍ତା କରିବାର କିଛି କାରଣ ନାହିଁ ବୋଲି ମୁଁ ସେମାନଙ୍କୁ ବୁଝାଇବାକୁ ଚେଷ୍ଟା କରୁଛି। ମୋ ସାଥୀ କଳାକାରମାନେ ମଧ୍ୟ ଏଠାରେ ସୁରକ୍ଷିତ ରହିଛନ୍ତି। ନବରାତ୍ରୀ ଉତ୍ସବ ପାଳନ ପାଇଁ ମୁଁ ଅକ୍ଟୋବର ୬ରେ ଘରକୁ ଯିବି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଜାନୁଆରୀ ୨ରୁ ତରଙ୍ଗ ପ୍ଲସ୍ରେ ନୂଆ ୱେବ୍ ସିରିଜ୍ ‘ଚିଟ୍ ଫଣ୍ଡ’ର ଷ୍ଟ୍ରିମିଂ
ୱେବ୍ ସିରିଜ୍ ’ଚିଟ୍ ଫଣ୍ଡ’ର କାହାଣୀ ରଞ୍ଜନ ଶତପଥୀ ଲେଖିଥିବା ବେଳେ ନିର୍ଦ୍ଦେଶକ ମୟଙ୍କ ଶତପଥୀ ଚିତ୍ରନାଟ୍ୟ ଦାୟିତ୍ୱ ମଧ୍ୟ ସମ୍ଭାଳିଛନ୍ତି।
Bollywood
ପୁଷ୍ପା-୨ ଦଳାଚକଟା: ଫେରିଲା ପିଲାର ଚେତା, ପରିବାରକୁ ମିଳିଲା ୨ କୋଟି
ଅଲ୍ଲୁ ଅର୍ଜୁନଙ୍କ ପରିବାର ତରଫରୁ ନାବାଳକର ପରିବାରକୁ ୧ କୋଟି ଟଙ୍କା ଦିଆଯାଇଥିବା ବେଳେ ଫିଲ୍ମର ନିର୍ଦ୍ଦେଶକ ଓ ନିର୍ମାତା ୫୦ ଲକ୍ଷ ଟଙ୍କା ଲେଖାଏଁ ଦେଇଛନ୍ତି।
Tollywood
‘ପୁଷ୍ପା ୨’ ଦଳାଚକଟା ଘଟଣା: ମୃତ ମହିଳାଙ୍କ ପରିବାର ପାଇଁ ୨ କୋଟି ଘୋଷଣା କଲେ ଅଲ୍ଲୁ ଅର୍ଜୁନଙ୍କ ବାପା
ବିବାଦ ଥମି ନଥିବାରୁ ଆଜି ଅଲ୍ଲୁ ଅର୍ଜୁନଙ୍କ ବାପା ମୃତ ମହିଳାଙ୍କ ପରିବାର ପାଇଁ ୨ କୋଟି ଟଙ୍କାର ଆର୍ଥିକ କ୍ଷତିପୂରଣ ଘୋଷଣା କରିଛନ୍ତି। ଅଲ୍ଲୁ ଅର୍ଜୁନଙ୍କ ବାପା ଅଲ୍ଲୁ ଅରବିନ୍ଦ ଜଣେ ଫିଲ୍ମ ନିର୍ମାତା।
Entertainment
ଝିଅ ପାଇଁ ମଦ ଛାଡ଼ିଥିଲେ ବଲିଉଡର ଏହି ଜଣାଶୁଣା ଖଳନାୟକ
ସବୁବେଳେ ଭିଲିଆନ୍ ବା କମେଡିଆନ୍ ଭୂମିକାରେ ଆସୁଥିବା ଶକ୍ତି କପୁର “ବିଗ୍ ବସ୍ର ସିଜନ୍ 5” ରେ ଭାଗ ନେଇଥିଲେ।
Bollywood
ବଲିଉଡ ସିଙ୍ଗର୍ ସାନ୍ଙ୍କ ଘରେ ଲାଗିଲା ନିଆଁ
ଯେଉଁ ସମୟରେ ବିଲ୍ଡିଂରେ ନିଆଁ ଲାଗିଥିଲା ସେତେବେଳେ ବଲିଉଡ ସିଙ୍ଗର୍ ସାନ୍ ଘରେ ଥିଲେ।