ନୂଆଦିଲ୍ଲୀ: ରୁଷିଆର ମସ୍କୋରେ ସେପ୍ଟେମ୍ବର ୩ ରୁ ୬ ଯାଏଁ ଆରମ୍ଭ ହେବାକୁ ଥିବା ଭାରତୀୟ ଚଳଚ୍ଚିତ୍ର ଉତ୍ସବରେ ପ୍ରଦର୍ଶିତ ହେବ ଭାରତୀୟ ଚଳଚ୍ଚିତ୍ର ‘ପିକୁ’, ‘ହାଇଦର’ ଓ ‘ତନୁ ୱେଡ୍ସ ମନୁ ରିଟର୍ଣ୍ଣସ’(ଟିଡବ୍ଲୁଏମଆର)। ଏହା ଫିଲ୍ମ ଫେଷ୍ଟ ଫର୍ମୁଲା କିନୋ ଗୋରିଜୋଣ୍ଟ ଏବଂ ଭାରତୀୟ କଲଚାର ସେଣ୍ଟର କେଏସଆରକେର ମିଳିତ ସହଯୋଗରେ ୪ ଦିନ ଧରି ଆୟୋଜିତ ହେବ। ଏଥିରେ ରୁଷିଆର ମଧ୍ୟ ବହୁ ଫିଲ୍ମ ପ୍ରଦର୍ଶିତ ହେବ। ଏହାସହ ରୁଷିଆ ଡ୍ୟାନସରମାନେ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତରେ ନୃତ୍ୟ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ବଲିଉଡର ବହୁ ଅଭିନେତା, ଅଭିନେତ୍ରୀ, ନିର୍ଦ୍ଦେଶକ, ପ୍ରଯୋଜକଙ୍କ ସମେତ ସଙ୍ଗୀତ ନିର୍ଦ୍ଦେଶକମାନେ ଯୋଗ ଦେଉଥିବା ଜଣାପଡିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।
Entertainment
ଜାନୁଆରୀ ୨୪ରେ ଆସୁଛି 'ସ୍କାଏ ଫୋର୍ସ', ବଡ଼ ପରଦାରେ ୧୯୬୫ ଭାରତ-ପାକ୍ ଯୁଦ୍ଧର ଅକୁହା କାହାଣୀ
ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଫିଲ୍ମରେ ସେନା ୟୁନିଫର୍ମରେ ନଜର ଆସିବେ ଅକ୍ଷୟ କୁମାର। ପାକିସ୍ତାନ ଉପରେ ଭାରତର ପ୍ରଥମ ଏୟାର ଷ୍ଟ୍ରାଇକ ପଛର ଘଟଣା ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।
Bollywood
ରାସ୍ତା ମଝିରେ ଅଭିନେତାଙ୍କୁ ଆକ୍ରମଣ, ଛୁରାମାଡ଼ କଲେ ଦୁର୍ବୃତ୍ତ
ଅଭିନେତାଙ୍କୁ ପ୍ରଥମେ ଛୁରୀରେ ତା'ପରେ ଲୁହା ରଡ୍ରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।