ମୁମ୍ବାଇ: ଖୁବଶୀଘ୍ର ବି-ଟାଉନକୁ ଆସିବ ଅଶି ଦଶକର ହିଟ୍ ଫିଲ୍ମ ‘ରାମ-ଲଖନ’ର ରିମେକ୍। ଏହି ଫିଲ୍ମରେ କିଙ୍ଗ ଖାନ୍ ଏସଆରକେଙ୍କ ଅଭିନୟ ଦେଖିବାକୁ ମିଳିବ ବୋଲି ଆଶା କରାଯାଉଥିଲା। ଏଥିରେ ଶାହାରୁଖଙ୍କୁ ଲିଡ୍ ରୋଲରେ ଦେଖିବାକୁ ମିଳିବା ନେଇ ଚର୍ଚ୍ଚା ବେଶ ଜୋର ଧରିଥିଲା।କାରଣ ଏହି ଫିଲ୍ମକୁ ‘ଦିଲୱାଲେ’ର ନିର୍ଦ୍ଦେଶକ ରୋହିତ ସେଟ୍ଟୀ ନିର୍ମାଣ କରିବାକୁ ଯାଉଛନ୍ତି। ମାତ୍ର ଏପରି ଚର୍ଚ୍ଚାକୁ ମଙ୍ଗଳବାର ଖଣ୍ଡନ କରିଛନ୍ତି ଏସଆରକେ। ସେ କହିଛନ୍ତି, ‘ଏହି ଫିଲ୍ମ ପାଇଁ ନିର୍ଦ୍ଦେଶକ (ରୋହିତ ସେଟ୍ଟୀ) ମୋ ସହିତ ଆଲୋଚନା କରି ନାହାନ୍ତି। ଯଦି ଆଗକୁ କରନ୍ତି ତେବେ ମୁଁ ଚିନ୍ତା କରିବି।’
୧୯୮୯ରେ ରାମ-ଲଖନ୍ ବି-ଟାଉନକୁ ଆସିଥିଲା। ଏଥିରେ ଲିଡ୍ ରୋଲରେ ଥିଲେ ଜାକି ସ୍ରାଫ୍ ଓ ଅନୀଲ କାପୁର। ତାଙ୍କ ବିପକ୍ଷରେ ନାୟିକା ସାଜିଥିଲେ ରାଖି ଓ ମାଧୁରୀ ଦୀକ୍ଷିତ। ସେତେବେଳେ ଏହି ଫିଲ୍ମଟି ୮ରୁ ଅଧିକ ଆୱାର୍ଡ ହାତେଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।
Entertainment
ଜାନୁଆରୀ ୨୪ରେ ଆସୁଛି 'ସ୍କାଏ ଫୋର୍ସ', ବଡ଼ ପରଦାରେ ୧୯୬୫ ଭାରତ-ପାକ୍ ଯୁଦ୍ଧର ଅକୁହା କାହାଣୀ
ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଫିଲ୍ମରେ ସେନା ୟୁନିଫର୍ମରେ ନଜର ଆସିବେ ଅକ୍ଷୟ କୁମାର। ପାକିସ୍ତାନ ଉପରେ ଭାରତର ପ୍ରଥମ ଏୟାର ଷ୍ଟ୍ରାଇକ ପଛର ଘଟଣା ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।