ନ୍ୟୁୟର୍କ: ଜଣାଶୁଣା ରାପର୍ ମ୍ୟାକ୍ ମିଲରଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୨୬ ବର୍ଷ ହୋଇଥିଲା।
ଗତକାଲି କାଲିଫର୍ଣ୍ଣିଆରେ ତାଙ୍କ ମୃତ୍ୟୁ ଘଟିଥିଲା।
ମିଳିଥିବା ସୂଚନା ଅନୁଯାୟୀ, ଅତ୍ୟଧିକ ନିଶା ସେବନ ଯୋଗୁ ତାଙ୍କର ମୃତ୍ୟୁ ଘଟିଛି। ସେ ମାତ୍ରାଧିକ ନିଶା ସେବନ କରୁଥିଲେ।
ଗତ ମେ’ ମାସରେ ସେ ଏକ ଦୁର୍ଘଟଣା ଘଟାଇ ଥିଲେ। ଏନେଇ ତାଙ୍କ ନାଁରେ ହିଟ୍ ଆଣ୍ଡ୍ ରନ୍ ମାମଲା ରୁଜୁ ହୋଇଥିଲା। ତାଙ୍କୁ ପୁଲିସ୍ ଗିରଫ ମଧ୍ୟ କରିଥିଲା। ସେ ସେ ମଦ ପିଇ କାର୍ ଚଲାଉଥିଲେ। ଦୋଷୀ ସାବ୍ୟସ୍ତ ହୋଇଥିଲେ ୬ ମାସ ଜେଲ୍ ଯାଇ ଥାଆନ୍ତେ।
୨୦୧୧ରେ ତାଙ୍କର ଡେବ୍ୟୁ ଆଲ୍ବମ୍ ‘ବ୍ଲ୍ୟୁ ସ୍ଲାଇଡ୍ ପାର୍କ’ ଆସିଥିଲା। ଏହା ଖୁବ୍ ହିଟ୍ ହୋଇଥିଲା ଓ ସେ ସମୟରେ ମ୍ୟୁଜିକ୍ ଚାର୍ଟରେ ୧ ନମ୍ବରରେ ରହିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଜାନୁଆରୀ ୨ରୁ ତରଙ୍ଗ ପ୍ଲସ୍ରେ ନୂଆ ୱେବ୍ ସିରିଜ୍ ‘ଚିଟ୍ ଫଣ୍ଡ’ର ଷ୍ଟ୍ରିମିଂ
ୱେବ୍ ସିରିଜ୍ ’ଚିଟ୍ ଫଣ୍ଡ’ର କାହାଣୀ ରଞ୍ଜନ ଶତପଥୀ ଲେଖିଥିବା ବେଳେ ନିର୍ଦ୍ଦେଶକ ମୟଙ୍କ ଶତପଥୀ ଚିତ୍ରନାଟ୍ୟ ଦାୟିତ୍ୱ ମଧ୍ୟ ସମ୍ଭାଳିଛନ୍ତି।
Bollywood
ପୁଷ୍ପା-୨ ଦଳାଚକଟା: ଫେରିଲା ପିଲାର ଚେତା, ପରିବାରକୁ ମିଳିଲା ୨ କୋଟି
ଅଲ୍ଲୁ ଅର୍ଜୁନଙ୍କ ପରିବାର ତରଫରୁ ନାବାଳକର ପରିବାରକୁ ୧ କୋଟି ଟଙ୍କା ଦିଆଯାଇଥିବା ବେଳେ ଫିଲ୍ମର ନିର୍ଦ୍ଦେଶକ ଓ ନିର୍ମାତା ୫୦ ଲକ୍ଷ ଟଙ୍କା ଲେଖାଏଁ ଦେଇଛନ୍ତି।
Tollywood
‘ପୁଷ୍ପା ୨’ ଦଳାଚକଟା ଘଟଣା: ମୃତ ମହିଳାଙ୍କ ପରିବାର ପାଇଁ ୨ କୋଟି ଘୋଷଣା କଲେ ଅଲ୍ଲୁ ଅର୍ଜୁନଙ୍କ ବାପା
ବିବାଦ ଥମି ନଥିବାରୁ ଆଜି ଅଲ୍ଲୁ ଅର୍ଜୁନଙ୍କ ବାପା ମୃତ ମହିଳାଙ୍କ ପରିବାର ପାଇଁ ୨ କୋଟି ଟଙ୍କାର ଆର୍ଥିକ କ୍ଷତିପୂରଣ ଘୋଷଣା କରିଛନ୍ତି। ଅଲ୍ଲୁ ଅର୍ଜୁନଙ୍କ ବାପା ଅଲ୍ଲୁ ଅରବିନ୍ଦ ଜଣେ ଫିଲ୍ମ ନିର୍ମାତା।
Entertainment
ଝିଅ ପାଇଁ ମଦ ଛାଡ଼ିଥିଲେ ବଲିଉଡର ଏହି ଜଣାଶୁଣା ଖଳନାୟକ
ସବୁବେଳେ ଭିଲିଆନ୍ ବା କମେଡିଆନ୍ ଭୂମିକାରେ ଆସୁଥିବା ଶକ୍ତି କପୁର “ବିଗ୍ ବସ୍ର ସିଜନ୍ 5” ରେ ଭାଗ ନେଇଥିଲେ।
Bollywood
ବଲିଉଡ ସିଙ୍ଗର୍ ସାନ୍ଙ୍କ ଘରେ ଲାଗିଲା ନିଆଁ
ଯେଉଁ ସମୟରେ ବିଲ୍ଡିଂରେ ନିଆଁ ଲାଗିଥିଲା ସେତେବେଳେ ବଲିଉଡ ସିଙ୍ଗର୍ ସାନ୍ ଘରେ ଥିଲେ।