ଭୁବନେଶ୍ୱର: ଗତକାଲି ଓଡ଼ିଆ ଫିଲ୍ମ ‘ଅଗସ୍ତ୍ୟ’ର ଅଡିଓ ରିଲିଜ୍ ହୋଇଛି। ଏହି ଫିଲ୍ମରେ ମୋଟ ୫ଟି ଗୀତର ରହିଛି। ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ପ୍ରେମ ଆନନ୍ଦ। ହ୍ୟୁମାନ୍ ସାଗର, ବିଷ୍ଣୁମୋହନ କବି, ସତ୍ୟଜିତ୍, ଆଶୁତୋଷ, ପ୍ରଜ୍ଞା ଓ ଶିଶୁ କଣ୍ଠଶିଳ୍ପୀ ଆର୍ୟାନ ଗୀତଗୁଡ଼ିକୁ ଗାଇଛନ୍ତି। ତେବେ ପ୍ରଥମ ଥର ପାଇଁ ଇଣ୍ଡିଆନ୍ ଆଇଡଲ୍ ଜୁନିୟର୍ ବିଜେତା ଅନନ୍ୟା ଶ୍ରୀତମ ନନ୍ଦ ଏହି ଫିଲ୍ମରେ କଣ୍ଠଦାନ କରିଛନ୍ତି।
ଏହି ଫିଲ୍ମରେ ଲିଡ୍ ରୋଲରେ ଅନୁଭବ ମହାନ୍ତି ଓ ଝିଲିକ୍ଙ୍କୁ ଦେଖିବାକୁ ମିଳିବ। ଅତିଥି କଳାକାର ଭାବେ ଆକାଶ ଦାସ ନାୟକ ଅଭିନୟ କରିଥିବା ବେଳେ ଅନୁଭବ ଓ ଆକାଶଙ୍କ ଏହା ହେଉଛି ପ୍ରଥମ କମ୍ୱିନେସନ୍ ଫିଲ୍ମ।
କେ.ମୂରଲୀ କ୍ରିଷ୍ଣା ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି।
ଆସନ୍ତା ରଜରେ ଓଡ଼ିଶା ସହିତ ବେଙ୍ଗାଲୁରୁ, ହାଇଦ୍ରାବଦ, ମୁମ୍ୱାଇ, ଦିଲ୍ଲୀ ଓ ଦୁବାଇ ଆଦି ସ୍ଥାନରେ ଏହି ଫିଲ୍ମ ରିଲିଜ୍ ହେବ ବୋଲି ପ୍ରଯୋଜକ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ରାଗିଗଲେ ଏଆର୍ ରହମାନ, ନୋଟିସ୍ ପଠାଇଲେ, ଚେତାବନୀ ଦେଲେ
ଦୀର୍ଘ ୨୯ ବର୍ଷର ବିବାହ ପରେ ଏଆର୍ ରହମାନ ନିଜ ପତ୍ନୀ ସାଇରା ବାନୁଙ୍କ ଠାରୁ ଅଲଗା ହୋଇଛନ୍ତି। ଦୁହିଁଙ୍କ ଛାଡପତ୍ରକୁ ନେଇ ଅନେକ ପ୍ରକାରର ଖବର ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।