ରିଲିଜ୍‌ ହେଲା ‘ସ୍ୱିଟ୍‌ ହାର୍ଟ’

film 2କଟକ: ଆଜି ରିଲିଜ୍‌ ହୋଇଛି ଓଡ଼ିଆ ଫିଲ୍ମ ‘ସ୍ୱିଟ୍‌ ହାର୍ଟ’। ଚକାଡ଼ୋଳା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଏହି ଫିଲ୍ମର ମୁଖ୍ୟ ଭୂମିକାରେ ବାବୁଶାନ୍‌ ଥିବା ବେଳେ  ତାଙ୍କ ଅପୋଜିଟ୍‌ରେ ଅଛନ୍ତି ଅନୁଭା। ଅନ୍ୟମାନଙ୍କ ମଧ୍ୟରେ ଅଭିନେତା ସମରେଶ, ଅନୁ ଚୌଧୁରୀ, ଅପରାଜିତା ମହାନ୍ତି, ବିଜୟ ମହାନ୍ତି ଓ ମିହିର ଦାସ ଏହି ଫିଲ୍ମରେ ଅଛନ୍ତି।

ଆତଙ୍କବାଦୀଙ୍କ ଉପରେ ତିଆରି ହୋଇଥିବା ଏହି ଫିଲ୍ମଟିକୁ ସୁଶାନ୍ତ ମଣି ନିର୍ଦ୍ଦେଶନା ଦେଇଛନ୍ତି। ଏହି ଫିଲ୍ମରେ ୫ଟି ଗୀତ ରହିଛି। ଗୁଡଲୀ ରଥ ଓ ସୁଶାନ୍ତ ମହାପାତ୍ର ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଭାଇ ସହ ଏମିତି ଫଟୋ ଶେଆର୍ କରି ଟ୍ରୋଲ୍ ହୋଇଥିଲେ ସାରା

ଏହି ରୋଗରେ ପୀଡ଼ିତ ହିମାଂଶି: ୩ ଘଣ୍ଟା ନେବାକୁ ପଡ଼େ ଅକ୍ସିଜେନ୍

ପରଦାରେ ଏକାଠି ଧମାକା କରିବେ ଏହି ଦୁଇ ସୁପରଷ୍ଟାର୍

ସୁସ୍ଥ ଅଛନ୍ତି ବିଜୟ ମହାନ୍ତି, ଗୁଜବକାରୀ କ୍ଷମା ମାଗନ୍ତୁ କହିଲେ ସବ୍ୟସାଚୀ

ସୁଶାନ୍ତ ସିଂହ ରାଜପୁତଙ୍କ ଫିଲ୍ମ ‘ଦିଲ୍‌ ବେଚାରା’ର ଟ୍ରେଲର ରିଲିଜ୍‌

ନିର୍ଦ୍ଦେଶକ ରାମ ଗୋପାଳ ବର୍ମାଙ୍କ ନାଁରେ ଥାନାରେ ମାମଲା

ଜୁଲାଇ ୧୩ରୁ ଆରମ୍ଭ ହେବାକୁ ଯାଉଛି ଏହିସବୁ ସିରିଏଲ୍

ରଣବୀରଙ୍କ ଜନ୍ମଦିନରେ ଏକ ବିଦ୍ୟାଳୟକୁ ଫ୍ୟାନ୍ ଦେବେ କମ୍ପ୍ୟୁଟର

ନିଜ କଫିନ୍‌ର ଟଙ୍କା ବି ଦେଇ ଯାଇଥିଲେ ସରୋଜ୍‌ ଖାନ୍‌ !

ଶୋ’ରେ ଚାଲିଲା ‘ରୋମାଣ୍ଟିକ୍‌ ରେପ୍‌ ସିନ୍‌’ ଉପରେ ଗପ: ସୋଶାଲ୍‌ ମିଡିଆରେ ଟ୍ରୋଲ୍‌ ହେଲେ ଏହି ଦୁଇ କଳାକାର

ଗଲୱାନ୍‌ ଘଟଣାକୁ ନେଇ ଫିଲ୍ମ କରିବେ ଅଜୟ

ବାହାହେଲେ ଗୌତମ‌-ଉର୍ବଶୀ!