ଗଣତନ୍ତ୍ର ଦିବସର ଶୁଭକାମନା ଜଣାଇଲେ ବିଗ୍‌ ବି ଓ ଅମୀର

ମୁମ୍ବାଇ: ଦେଶ ଆଜି ୬୮ତମ ଗଣତନ୍ତ୍ର ଦିବସ ପାଳନ କରୁଛି। ଏହି ଅବସରରେ ବଲିଉଡ ଇଣ୍ଡଷ୍ଟ୍ରିର ବହୁ ନାମୀଦାମୀ କଳାକାର ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଗଣତନ୍ତ୍ର ଦିବସ ଅବସରରେ ଅମିତାଭ ବଚ୍ଚନ ଟ୍ୱିଟ୍‌ କରି ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ସେହିପରି ଅମୀର ଖାନ୍‌ ମଧ୍ୟ ଟ୍ୱିଟ୍‌ କରି ସାରା ଦେଶକୁ ଗଣତନ୍ତ୍ର ଦିବସର ଶୁଭକାମନା ଜଣାଇଛନ୍ତି।

amitabh

Rakesh Mallick
  • Published: Thursday, 26 January 2017
  • , Updated: 26 January 2017, 03:21 PM IST

ମୁମ୍ବାଇ: ଦେଶ ଆଜି ୬୮ତମ ଗଣତନ୍ତ୍ର ଦିବସ ପାଳନ କରୁଛି। ଏହି ଅବସରରେ ବଲିଉଡ ଇଣ୍ଡଷ୍ଟ୍ରିର ବହୁ ନାମୀଦାମୀ କଳାକାର ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଗଣତନ୍ତ୍ର ଦିବସ ଅବସରରେ ଅମିତାଭ ବଚ୍ଚନ ଟ୍ୱିଟ୍‌ କରି ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି।

ସେହିପରି ଅମୀର ଖାନ୍‌ ମଧ୍ୟ ଟ୍ୱିଟ୍‌ କରି ସାରା ଦେଶକୁ ଗଣତନ୍ତ୍ର ଦିବସର ଶୁଭକାମନା ଜଣାଇଛନ୍ତି।

Related story