ମୁମ୍ବାଇ: ୨୩ ବର୍ଷୀୟ ମଡେଲ ରେବତୀ ଛତ୍ରୀ ମିସ୍ ଇଣ୍ଟରନ୍ୟାସନାଲ ଇଣ୍ଡିଆ-୨୦୧୬ ପ୍ରତିଯୋଗୀତାରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ଗତ ମାସ ଜାପାନରେ ଏହି ପ୍ରତିଯୋଗିତା ହେବ।
ଚୀନରେ ଆୟୋଜନ କରାଯାଇଥିବା ୱାର୍ଲ୍ଡ ମିସ୍ ଏସିଆ ୟୁନିଭରସିଟି ପ୍ରତିଯୋଗିତାରେ ରେବତୀ‘ ମିସ୍ ଏସିଆ’ର ମୁକୁଟ ପନ୍ଧିଥିଲେ। ରେବତୀ ମଡେଲିଂ କରିବା ସହ ମଧ୍ୟ ଗୌହାଟି ଲ’ କଲେଜରେ ଓକିଲାତି କରୁଛନ୍ତି। ଏହା ସହ ରେବତୀ ମଧ୍ୟ ମ୍ୟୁଜିକ ଆଲବମରେ ମଧ୍ୟରେ କାମ କରିସାରିଛନ୍ତି। ରେବତୀଙ୍କ ମଡେଲିଂ କ୍ୟାରିଅର ନେହା ଧୁପିଆ ଶୋ’ରୁ ଆରମ୍ଭ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଜାନୁଆରୀ ୨ରୁ ତରଙ୍ଗ ପ୍ଲସ୍ରେ ନୂଆ ୱେବ୍ ସିରିଜ୍ ‘ଚିଟ୍ ଫଣ୍ଡ’ର ଷ୍ଟ୍ରିମିଂ
ୱେବ୍ ସିରିଜ୍ ’ଚିଟ୍ ଫଣ୍ଡ’ର କାହାଣୀ ରଞ୍ଜନ ଶତପଥୀ ଲେଖିଥିବା ବେଳେ ନିର୍ଦ୍ଦେଶକ ମୟଙ୍କ ଶତପଥୀ ଚିତ୍ରନାଟ୍ୟ ଦାୟିତ୍ୱ ମଧ୍ୟ ସମ୍ଭାଳିଛନ୍ତି।
Bollywood
ପୁଷ୍ପା-୨ ଦଳାଚକଟା: ଫେରିଲା ପିଲାର ଚେତା, ପରିବାରକୁ ମିଳିଲା ୨ କୋଟି
ଅଲ୍ଲୁ ଅର୍ଜୁନଙ୍କ ପରିବାର ତରଫରୁ ନାବାଳକର ପରିବାରକୁ ୧ କୋଟି ଟଙ୍କା ଦିଆଯାଇଥିବା ବେଳେ ଫିଲ୍ମର ନିର୍ଦ୍ଦେଶକ ଓ ନିର୍ମାତା ୫୦ ଲକ୍ଷ ଟଙ୍କା ଲେଖାଏଁ ଦେଇଛନ୍ତି।
Tollywood
‘ପୁଷ୍ପା ୨’ ଦଳାଚକଟା ଘଟଣା: ମୃତ ମହିଳାଙ୍କ ପରିବାର ପାଇଁ ୨ କୋଟି ଘୋଷଣା କଲେ ଅଲ୍ଲୁ ଅର୍ଜୁନଙ୍କ ବାପା
ବିବାଦ ଥମି ନଥିବାରୁ ଆଜି ଅଲ୍ଲୁ ଅର୍ଜୁନଙ୍କ ବାପା ମୃତ ମହିଳାଙ୍କ ପରିବାର ପାଇଁ ୨ କୋଟି ଟଙ୍କାର ଆର୍ଥିକ କ୍ଷତିପୂରଣ ଘୋଷଣା କରିଛନ୍ତି। ଅଲ୍ଲୁ ଅର୍ଜୁନଙ୍କ ବାପା ଅଲ୍ଲୁ ଅରବିନ୍ଦ ଜଣେ ଫିଲ୍ମ ନିର୍ମାତା।
Entertainment
ଝିଅ ପାଇଁ ମଦ ଛାଡ଼ିଥିଲେ ବଲିଉଡର ଏହି ଜଣାଶୁଣା ଖଳନାୟକ
ସବୁବେଳେ ଭିଲିଆନ୍ ବା କମେଡିଆନ୍ ଭୂମିକାରେ ଆସୁଥିବା ଶକ୍ତି କପୁର “ବିଗ୍ ବସ୍ର ସିଜନ୍ 5” ରେ ଭାଗ ନେଇଥିଲେ।
Bollywood
ବଲିଉଡ ସିଙ୍ଗର୍ ସାନ୍ଙ୍କ ଘରେ ଲାଗିଲା ନିଆଁ
ଯେଉଁ ସମୟରେ ବିଲ୍ଡିଂରେ ନିଆଁ ଲାଗିଥିଲା ସେତେବେଳେ ବଲିଉଡ ସିଙ୍ଗର୍ ସାନ୍ ଘରେ ଥିଲେ।