ମୁମ୍ବାଇ: ଉରୀରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତରେ ପାକିସ୍ତାନ କଳାକାରଙ୍କୁ ବ୍ୟାନ୍ କରିବାକୁ ନେଇ ଜୋରସୋର ଆଲୋଚନା ଚାଲିଛି। ବଲିଉଡ୍ର କିଛି କଳାକାର ଏହାକୁ ବିରୋଧ କରୁଥିବା ବେଳେ ଆଉ କିଛି ସମର୍ଥନ କରିଛନ୍ତି। ଏହା ମଧ୍ୟରେ ଉରୀ ଆକ୍ରମଣକୁ ନେଇ ପାକିସ୍ତାନୀ କଳାକାରଙ୍କର ବି ମତ ଆସୁଛି। ଏହି କ୍ରମରେ ବଲିଉଡ ଫିଲ୍ମରେ ପୂର୍ବରୁ ନିଜ ସ୍ୱରର ଯାଦୁ ଦେଖାଇଥିବା ପାକିସ୍ତାନୀ ଗାୟିକା ସଲମା ଆଗା ଉରୀ ଆକ୍ରମଣକୁ ନିନ୍ଦା କରିବା ସହିତ ଦୁଃଖ ପ୍ରକାଶ କରିଛନ୍ତି। ଏଭଳି ହେବା କଥା ନୁହେଁ ବୋଲି ସେ କହିଛନ୍ତି।
ପାକିସ୍ତାନୀ ଗାୟକ ସଫାକତ୍ ଅମାନତ୍ ଅଲ୍ଲୀ ଉରୀ ସେକ୍ଟରରେ ସେନା କ୍ୟାମ୍ପରେ ହୋଇଥିବା ଆତଙ୍କୀ ହମ୍ଲାକୁ ନିନ୍ଦା କରିଥିଲେ। ଏହି ଘଟଣାକୁ ନିନ୍ଦା କରିବାରେ ସେ ହେଉଛନ୍ତି ପ୍ରଥମ ପାକିସ୍ତାନୀ କଳାକାର।
ସେ ଏହା ମଧ୍ୟ କହିଥିଲେ,‘‘ଅନ୍ୟ କଳାକାରମାନେ ଭୟରେ ଉରୀ ଆକ୍ରମଣର ନିନ୍ଦା କରୁନାହାନ୍ତି। ମୁଁ ସେମାନଙ୍କୁ ଯେତିକି ଜାଣିଛି ସେମାନେ ମଧ୍ୟ ଆତଙ୍କକୁ ନେଇ ମୋ ପରି ହିଁ ଚିନ୍ତା କରୁଥିବେ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଜାନୁଆରୀ ୨ରୁ ତରଙ୍ଗ ପ୍ଲସ୍ରେ ନୂଆ ୱେବ୍ ସିରିଜ୍ ‘ଚିଟ୍ ଫଣ୍ଡ’ର ଷ୍ଟ୍ରିମିଂ
ୱେବ୍ ସିରିଜ୍ ’ଚିଟ୍ ଫଣ୍ଡ’ର କାହାଣୀ ରଞ୍ଜନ ଶତପଥୀ ଲେଖିଥିବା ବେଳେ ନିର୍ଦ୍ଦେଶକ ମୟଙ୍କ ଶତପଥୀ ଚିତ୍ରନାଟ୍ୟ ଦାୟିତ୍ୱ ମଧ୍ୟ ସମ୍ଭାଳିଛନ୍ତି।
Bollywood
ପୁଷ୍ପା-୨ ଦଳାଚକଟା: ଫେରିଲା ପିଲାର ଚେତା, ପରିବାରକୁ ମିଳିଲା ୨ କୋଟି
ଅଲ୍ଲୁ ଅର୍ଜୁନଙ୍କ ପରିବାର ତରଫରୁ ନାବାଳକର ପରିବାରକୁ ୧ କୋଟି ଟଙ୍କା ଦିଆଯାଇଥିବା ବେଳେ ଫିଲ୍ମର ନିର୍ଦ୍ଦେଶକ ଓ ନିର୍ମାତା ୫୦ ଲକ୍ଷ ଟଙ୍କା ଲେଖାଏଁ ଦେଇଛନ୍ତି।
Tollywood
‘ପୁଷ୍ପା ୨’ ଦଳାଚକଟା ଘଟଣା: ମୃତ ମହିଳାଙ୍କ ପରିବାର ପାଇଁ ୨ କୋଟି ଘୋଷଣା କଲେ ଅଲ୍ଲୁ ଅର୍ଜୁନଙ୍କ ବାପା
ବିବାଦ ଥମି ନଥିବାରୁ ଆଜି ଅଲ୍ଲୁ ଅର୍ଜୁନଙ୍କ ବାପା ମୃତ ମହିଳାଙ୍କ ପରିବାର ପାଇଁ ୨ କୋଟି ଟଙ୍କାର ଆର୍ଥିକ କ୍ଷତିପୂରଣ ଘୋଷଣା କରିଛନ୍ତି। ଅଲ୍ଲୁ ଅର୍ଜୁନଙ୍କ ବାପା ଅଲ୍ଲୁ ଅରବିନ୍ଦ ଜଣେ ଫିଲ୍ମ ନିର୍ମାତା।
Entertainment
ଝିଅ ପାଇଁ ମଦ ଛାଡ଼ିଥିଲେ ବଲିଉଡର ଏହି ଜଣାଶୁଣା ଖଳନାୟକ
ସବୁବେଳେ ଭିଲିଆନ୍ ବା କମେଡିଆନ୍ ଭୂମିକାରେ ଆସୁଥିବା ଶକ୍ତି କପୁର “ବିଗ୍ ବସ୍ର ସିଜନ୍ 5” ରେ ଭାଗ ନେଇଥିଲେ।
Bollywood
ବଲିଉଡ ସିଙ୍ଗର୍ ସାନ୍ଙ୍କ ଘରେ ଲାଗିଲା ନିଆଁ
ଯେଉଁ ସମୟରେ ବିଲ୍ଡିଂରେ ନିଆଁ ଲାଗିଥିଲା ସେତେବେଳେ ବଲିଉଡ ସିଙ୍ଗର୍ ସାନ୍ ଘରେ ଥିଲେ।