ମୁମ୍ୱାଇ: “ଏକ ଥା ଟାଇଗର”ର ସିକ୍ୱେଲ୍ “ଟାଇଗର ଜିନ୍ଦା ହୈ” ନିର୍ମାଣ ହେବ। ଯେଉଁ ଦିନଠାରୁ ଏ କଥା ଜଣାପଡ଼ିଲାଣି ସେହି ଦିନଠାରୁ ଏହି ଫିଲ୍ମର କାହାଣୀ ନେଇ ଅନେକ ଚର୍ଚ୍ଚା ହେଉଛି। ଏଥିରେ ସଲମାନ ଖାନ୍ ଜଣେ ବୃଦ୍ଧ ଭୂମିକାରେ ଅଭିନୟ କରିବେ ବୋଲି ଶୁଣିବାକୁ ମିଳୁଛି। ଯଦି ଏହା ସତ ହୁଏ ତା’ହେଲେ ନିଜ ଫିଲ୍ମ କ୍ୟାରିଅରରେ ସଲମାନ ପ୍ରଥମ ଥର ପାଇଁ ଜଣେ ବୃଦ୍ଧ ଭୂମିକାରେ ଅଭିନୟ କରିବେ।
ଏହି ଚଳଚ୍ଚିତ୍ରକୁ “ସୁଲତାନ୍”ର ନିର୍ଦ୍ଦେଶକ ଅଲ୍ଲୀ ଆବାସ୍ ଜାଫର ନିର୍ଦ୍ଦେଶନା ଦେବେ ବୋଲି ଶୁଣିବାକୁ ମିଳୁଛି।
“ଏକ ଥା ଟାଇଗର”କୁ କବୀର ଖାନ୍ ନିର୍ଦ୍ଦେଶନା ଦେଇଥିଲେ। ଏଥିରେ ନାୟକ ଭୂମିକାରେ ସଲମାନ ଖାନ୍ ଅଭିନୟ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଜାନୁଆରୀ ୨ରୁ ତରଙ୍ଗ ପ୍ଲସ୍ରେ ନୂଆ ୱେବ୍ ସିରିଜ୍ ‘ଚିଟ୍ ଫଣ୍ଡ’ର ଷ୍ଟ୍ରିମିଂ
ୱେବ୍ ସିରିଜ୍ ’ଚିଟ୍ ଫଣ୍ଡ’ର କାହାଣୀ ରଞ୍ଜନ ଶତପଥୀ ଲେଖିଥିବା ବେଳେ ନିର୍ଦ୍ଦେଶକ ମୟଙ୍କ ଶତପଥୀ ଚିତ୍ରନାଟ୍ୟ ଦାୟିତ୍ୱ ମଧ୍ୟ ସମ୍ଭାଳିଛନ୍ତି।
Bollywood
ପୁଷ୍ପା-୨ ଦଳାଚକଟା: ଫେରିଲା ପିଲାର ଚେତା, ପରିବାରକୁ ମିଳିଲା ୨ କୋଟି
ଅଲ୍ଲୁ ଅର୍ଜୁନଙ୍କ ପରିବାର ତରଫରୁ ନାବାଳକର ପରିବାରକୁ ୧ କୋଟି ଟଙ୍କା ଦିଆଯାଇଥିବା ବେଳେ ଫିଲ୍ମର ନିର୍ଦ୍ଦେଶକ ଓ ନିର୍ମାତା ୫୦ ଲକ୍ଷ ଟଙ୍କା ଲେଖାଏଁ ଦେଇଛନ୍ତି।
Tollywood
‘ପୁଷ୍ପା ୨’ ଦଳାଚକଟା ଘଟଣା: ମୃତ ମହିଳାଙ୍କ ପରିବାର ପାଇଁ ୨ କୋଟି ଘୋଷଣା କଲେ ଅଲ୍ଲୁ ଅର୍ଜୁନଙ୍କ ବାପା
ବିବାଦ ଥମି ନଥିବାରୁ ଆଜି ଅଲ୍ଲୁ ଅର୍ଜୁନଙ୍କ ବାପା ମୃତ ମହିଳାଙ୍କ ପରିବାର ପାଇଁ ୨ କୋଟି ଟଙ୍କାର ଆର୍ଥିକ କ୍ଷତିପୂରଣ ଘୋଷଣା କରିଛନ୍ତି। ଅଲ୍ଲୁ ଅର୍ଜୁନଙ୍କ ବାପା ଅଲ୍ଲୁ ଅରବିନ୍ଦ ଜଣେ ଫିଲ୍ମ ନିର୍ମାତା।
Entertainment
ଝିଅ ପାଇଁ ମଦ ଛାଡ଼ିଥିଲେ ବଲିଉଡର ଏହି ଜଣାଶୁଣା ଖଳନାୟକ
ସବୁବେଳେ ଭିଲିଆନ୍ ବା କମେଡିଆନ୍ ଭୂମିକାରେ ଆସୁଥିବା ଶକ୍ତି କପୁର “ବିଗ୍ ବସ୍ର ସିଜନ୍ 5” ରେ ଭାଗ ନେଇଥିଲେ।
Bollywood
ବଲିଉଡ ସିଙ୍ଗର୍ ସାନ୍ଙ୍କ ଘରେ ଲାଗିଲା ନିଆଁ
ଯେଉଁ ସମୟରେ ବିଲ୍ଡିଂରେ ନିଆଁ ଲାଗିଥିଲା ସେତେବେଳେ ବଲିଉଡ ସିଙ୍ଗର୍ ସାନ୍ ଘରେ ଥିଲେ।