ସଲମାନ ଖାନଙ୍କ 'ଟାଇଗର ୩' ଆଜି ରିଲିଜ ହୋଇଛି । ଏହି ଫିଲ୍ମ ଦେଖିବାକୁ ହଲରେ ଖଚାଖଚ୍ ଭିଡ଼ । ସଲମାନ୍ ଖାନଙ୍କ ସ୍ପାଏ ସରିଜ୍ର ତୃତୀୟ ପାର୍ଟ ହେଉଛି ଏହି 'ଟାଇଗର ୩' । ପୁଣି ଥରେ ଅନସ୍କ୍ରିନ୍ରେ ନଜର ଆସିଛନ୍ତି ହଟେଷ୍ଟ୍ ଯୋଡ଼ି ସଲମାନ୍ ଓ କ୍ୟାଣ୍ଟ୍ରିନା । ପ୍ରଥମ ଦିନରେ ଆଡଭାନ୍ସ ବୁକିଂ ସହ ରେକର୍ଡ ସଂଖ୍ୟକ ୨୦ କୋଟି ମାର୍କ ପାର୍ କରିଛି । RAW ଏଜେଣ୍ଟ ଭାବେ ସିନେମାରେ ନଜର ଆସିଥିବା ସଲମାନ୍ ଏଥର ଫ୍ୟାମିଲ୍ ମ୍ୟାନ୍ ବନି ଯାଇଛନ୍ତି ଆଉ କ୍ୟାଣ୍ଟ୍ରିନା ସଲମାନଙ୍କ ପାର୍ଟନର୍, ଏକ୍ସ-ISI ଏଜେଣ୍ଟ । ଏମାନଙ୍କ ସହ ସବୁଠୁ ବଡ଼ ହିଟ୍ ଫ୍ୟାକ୍ଟର ହେଉଛନ୍ତି ଇମ୍ରାନ୍ ହାସମୀ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୌନ ନିର୍ଯାତନା ଅଭିଯୋଗରେ କଣ୍ଠଶିଳ୍ପୀ ସଞ୍ଜୟ ଚକ୍ରବର୍ତ୍ତୀ ଗିରଫ
କୋଲକାତାରେ ନିଜ ସଙ୍ଗୀତ ଶିକ୍ଷାକେନ୍ଦ୍ରର ନାବାଳିକା ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ। ଗିରଫ ଭୟରେ ମୁମ୍ବାଇରେ ଲୁଚିଥିଲେ କଣ୍ଠଶିଳ୍ପୀ ସଞ୍ଜୟ ଚକ୍ରବର୍ତ୍ତୀ। ସାଙ୍ଗ ଘରୁ ବାନ୍ଧିଲା କୋଲକାତା ପୁଲିସ।
Entertainment
ଘୋଷଣା ହେଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର; କିଏ କେଉଁ ପୁରସ୍କାର ପାଇଲେ ପଢ଼ନ୍ତୁ
୨୦୨୨ ମସିହା ପାଇଁ ବିଶିଷ୍ଟ ହାସ୍ୟ ଅଭିନେତା ଜୟରାମ ସାମଲଙ୍କୁ ଜୀବନବ୍ୟାପୀ ସାଧନା ପାଇଁ ‘ମୋହନ ସ୍ୱାମୀ ଗୋସ୍ୱାମୀ ପୁରସ୍କାର ପ୍ରଦାନ କରାଯିବ।
National
ଆଇସିଏଫଟି-ୟୁନେସ୍କୋ ଗାନ୍ଧୀ ପଦକ - ଶାନ୍ତି ଓ ମାନବିକତାକୁ ସିନେମା ଜରିଆରେ ଶ୍ରଦ୍ଧାଞ୍ଜଳି
ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ୫୫ତମ ସଂସ୍କରଣରେ ସମ୍ମାନଜନକ ଆଇସିଏଫଟି-ୟୁନେସ୍କୋ ଗାନ୍ଧୀ ପଦକ ପାଇଁ ଆନୁଷ୍ଠାନିକ ଭାବେ ମନୋନୀତ ଚଳଚିତ୍ର ଗୁଡ଼ିକୁ ଉନ୍ମୋଚନ କରାଯାଇଛି, ଯାହା (ଇଣ୍ଟରନ୍ୟାସନାଲ୍ କାଉନ୍ସିଲ୍ ଫର୍ ଫିଲ୍ମ, ଟେଲିଭିଜନ ଆଣ୍ଡ ଅଡିଓଭିଜୁଆଲ୍ କମ୍ୟୁନିକେସନ୍ (ଆଇସିଏଫଟି) ପ୍ୟାରିସ୍ ଏବଂ ମିଳିତ ଜାତିସଂଘ ଶିକ୍ଷା, ବୈଜ୍ଞାନିକ ଓ ସାଂସ୍କୃତିକ ସଂଗଠନ (ୟୁନେସ୍କୋ)ର ମିଳିତ ସହଯୋଗରେ ପ୍ରସ୍ତୁତ କରାଯାଇଛି।
Entertainment
ବଢ଼ିଲା ଓଲିଉଡ୍ କଳି: ମନୋଜଙ୍କ ଆରୋପର ଜବାବ ଦେଲେ ସବ୍ୟସାଚୀ ଓ ତାପସ
ଫିଲ୍ମ ‘ଭୂଖା’କୁ ନେଇ ମନୋଜ ମିଶ୍ରଙ୍କ ମନ୍ତବ୍ୟରେ ସେ କହିଛନ୍ତି, ଭୂଖା ଫିଲ୍ମ ସେତେବେଳେ ଚହଳ ପକାଇଥିଲା। ବର୍ତ୍ତମାନ ସମୟ ପରି ସେତେବେଳେ ବେଶୀ ଫିଲ୍ମ ଫେଷ୍ଟିଭାଲ୍ ହେଉନଥିଲା। ତଥାପି ସ୍ପେନ୍ ଓ ଫ୍ରାନ୍ସରେ ପୁରସ୍କୃତ ହୋଇଥିଲା।
Entertainment
ଓଡ଼ିଆ ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା
ନିଜର ବ୍ୟକ୍ତିଗତ ଓ ରାଜନୈତିକ ଉଦ୍ଦେଶ୍ୟ ରଖି ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିକୁ ମନୋଜ ବଦନାମ କରୁଛନ୍ତି ବୋଲି କହିଛନ୍ତି ବରିଷ୍ଠ ଫିଲ୍ମ ନିର୍ଦ୍ଦେଶକମାନେ ଅଭିଯୋଗ କରିଛନ୍ତି।