କଟକ: ଫିଲ୍ମ ଫ୍ରାଇଡେରେ ଆଜି ପରଦାକୁ ଆସିଲା ଓଡ଼ିଆ ଫିଲ୍ମ ‘ସମୟ ବଡ଼ ବଳବାନ’। କାଲୋସ୍ଥନିକ ଏଣ୍ଟରଟେନ୍ମେଣ୍ଟର ପଞ୍ଚମ ଅବଦାନ ହେଉଛି ‘ସମୟ ବଡ଼ ବଳବାନ’। ପାରିବାରିକ କାହାଣୀ ଉପରେ ଫିଲ୍ମଟି ଆଧାରିତ। ଆଜି କଟକ ସମ୍ରାଟ୍ ସିନେମା ହଲ୍ରେ ଫିଲ୍ମର ପ୍ରିମିୟର ସୋ’ ଅନୁଷ୍ଠିତ ହୋଇଯାଇଛି। ଏହି ଫିଲ୍ମର ମୁଖ୍ୟ ଭୂମିକାର ପୁପିନ୍ଦର ଥିବା ବେଳେ ତାଙ୍କ ଅପୋଜିଟ୍ରେ ଅଛନ୍ତି ନାୟିକା ଲିପ୍ସା। ଏହାସହ ଅଶ୍ରୁମୋଚନ, ଅଶୁଂମାନ, ଓ ଅନୁଭାଙ୍କ ଅଛନ୍ତି ଏହି ଫିଲ୍ମରେ।
ଫିଲ୍ମରେ ୫ଟି ମନଛୁଆଁ ଗୀତ ରହିଛି। ‘ସମୟ ବଡ଼ ବଳବାନ’ ଫିଲ୍ମର ଟାଇଟଲ ସଂଗ ରହିଥିବା ବେଳେ ‘ହେଲେ ହେଲା ନହେଲେ ରାଉରକେଲା’ ଗୀତକୁ ଦର୍ଶକ ଆଗରୁ ପସନ୍ଦ କରିସାରିଛନ୍ତି।
ଫିଲ୍ମର କାହାଣୀ,ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଛନ୍ତି ରଜନୀ ରଂଜନ। ନିର୍ଦେଶନା ଦେଇଛନ୍ତି ମୁରଲୀଧର।ସଂଗୀତ ନିର୍ଦେଶନା ଦେଇଛନ୍ତି ଅଭିଜିତ ମଜୁମଦାର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।
Entertainment
ଜାନୁଆରୀ ୨୪ରେ ଆସୁଛି 'ସ୍କାଏ ଫୋର୍ସ', ବଡ଼ ପରଦାରେ ୧୯୬୫ ଭାରତ-ପାକ୍ ଯୁଦ୍ଧର ଅକୁହା କାହାଣୀ
ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଫିଲ୍ମରେ ସେନା ୟୁନିଫର୍ମରେ ନଜର ଆସିବେ ଅକ୍ଷୟ କୁମାର। ପାକିସ୍ତାନ ଉପରେ ଭାରତର ପ୍ରଥମ ଏୟାର ଷ୍ଟ୍ରାଇକ ପଛର ଘଟଣା ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।