ମୁମ୍ବାଇ: ଶୀଘ୍ର ସୁସ୍ଥ ହେବା ପାଇଁ କିଛି ଦିନର ବ୍ରେକ ନେଇଛି। ଜୁନ୍ରେ ପୁଣି ଏକ ସର୍ଜରୀ କରାଯିବ ବୋଲି ସିଙ୍ଗର ସୋନୁ ନିଗମ ଟ୍ୱିଟ୍ କରି କହିଛନ୍ତି।
ସେ କହିଛନ୍ତି, “ମୁଁ ଘରେ ରହି ସ୍ୱାସ୍ଥ୍ୟ ଉପରେ ଧ୍ୟାନ ଦେଉଛି। ଆଣ୍ଠୁରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ଦେଢ଼ମାସ ପୂର୍ବରୁ ସର୍ଜରୀ କରିଥିଲି। ଏବେ ଧୀରେ ଧୀରେ ଚାଲିବା ଆରମ୍ଭ କରିଛି। ଶୀଘ୍ର ଆଉ ଏକ ସର୍ଜରୀ ହେବ।”
ଏହି ସର୍ଜରୀ ପରେ ସମ୍ପୂର୍ଣ୍ଣ ସୁସ୍ଥ ହେବା ପର୍ଯ୍ୟନ୍ତ ସେ ତାଙ୍କର ସମସ୍ତ କାର୍ଯ୍ୟକମକୁ ବାତିଲ କରିଦେଇଛନ୍ତି।
ବିନା କୌଣସି ତାଲିମରେ ସ୍କ୍ୱେଶ ଖେଳିବା ଯୋଗୁଁ ସୋନୁଙ୍କୁ ଏହି ସର୍ଜରୀ କରିବାକୁ ପଡିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Tollywood
'ଛୁପାନା ଭି ନେହିଁ ଆତା, ଜତାନା ଭି ନେହିଁ ଆତା...' ରଶ୍ମୀକା-ବିଜୟଙ୍କ ଡେଟିଂ ଫଟୋ ଭାଇରାଲ୍
ଉଭୟ ଡେଟିଂ ଚର୍ଚ୍ଚାକୁ ଖଣ୍ଡନ କରି ଆସୁଥିଲେ ମଧ୍ୟ ସେମାନଙ୍କର କିଛି ଫଟୋ ସେଶାଲ ମିଡିଆରେ ଭାଇରାଲ୍ ହେଉଛି।
Bollywood
ରାଗିଗଲେ ଏଆର୍ ରହମାନ, ନୋଟିସ୍ ପଠାଇଲେ, ଚେତାବନୀ ଦେଲେ
ଦୀର୍ଘ ୨୯ ବର୍ଷର ବିବାହ ପରେ ଏଆର୍ ରହମାନ ନିଜ ପତ୍ନୀ ସାଇରା ବାନୁଙ୍କ ଠାରୁ ଅଲଗା ହୋଇଛନ୍ତି। ଦୁହିଁଙ୍କ ଛାଡପତ୍ରକୁ ନେଇ ଅନେକ ପ୍ରକାରର ଖବର ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।