ମୁମ୍ବାଇ: ବଲିଉଡର କିଙ୍ଗ ଖାନ୍ ଶାହାରୁକ୍ ଗ୍ରହଣ କରିଛନ୍ତି ତାଙ୍କର ସ୍ନାତକ ଡିଗ୍ରୀ। ତାହା ପୁଣି ବର୍ଷ କି ଦି ବର୍ଷ ନୁହେଁ ଦୀର୍ଘ ୨୮ ବର୍ଷ ପରେ। ହନ୍ସରାଜ କଲେଜ୍ରୁ ସେ ଏହି ଡଗ୍ରୀ ଗ୍ରହଣ କରିଛନ୍ତି। ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଏହି କଲେଜରେ ୧୯୮୮ରେ ପଢୁଥିଲେ। ଏନେଇ ତାଙ୍କ ଟ୍ୱିଟର ପେଜ୍ରେ ଏକ ଭଡିଓ ପୋଷ୍ଟ କରିବା ସହ କଲେଜ ମେଟ୍ ଓ ଫାକଲ୍ଟିଙ୍କୁ ଧନ୍ୟବାଦ ଦେଇଛନ୍ତି।
[embed]https://twitter.com/iamsrk/status/699598875460374530?ref_src=twsrc%5Etfw[/embed]
ଡିଗ୍ରୀ ଗ୍ରହଣ କରିବା ଅବସରରେ ସେ ଛାତ୍ରଛାତ୍ରୀଙ୍କୁ ନିଜ କଲେଜ ଜୀବନର ଅନୁଭୂତି କଥା କହିଥିଲେ। ଏହାସହ ସେ ତାଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଫ୍ୟାନ’କୁ ମଧ୍ୟ ପ୍ରମୋସନ୍ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।
Entertainment
ଅଭିନେତା ସିଦ୍ଦିକିଙ୍କୁ 'ସୁପ୍ରିମ୍' ଆଶ୍ୱସ୍ତି, ଦୁଷ୍କର୍ମ ମାମଲାରେ ମିଳିଲା ଆଗୁଆ ଜାମିନ
ହେମା କମିଟି ରିପୋର୍ଟ ଆସିବା ପରେ ମାଲୟାଲମ ଇଣ୍ଡଷ୍ଟ୍ରିର ଜଣେ ଅଭିନେତ୍ରୀ ତାଙ୍କ ବିରୁଦ୍ଧରେ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ।