ମୁମ୍ବାଇ: ବଲିଉଡର ସବୁଠୁ ବଡ଼ ବ୍ଲକବଷ୍ଟର ଭାବେ କୁହାଯାଉଥିବା ଫିଲ୍ମ ଶୋଲେକୁ ଆଜି ପୂରିଛି ୪୦ ବର୍ଷ। ୧୯୭୫ ମସିହା ଅଗଷ୍ଟ ୧୫ ତାରିଖରେ ରିଲିଜ ହୋଇଥିଲା ଶୋଲେ। ୪୦ ବର୍ଷ ପରେ ବି ଏହି ଫିଲ୍ମ ଦର୍ଶକଙ୍କ ସ୍ମୃତିରୁ ଲିଭି ପାରିନାହିଁ। ଆଜି ବି ଏହି ଫିଲ୍ମର ଡାଇଲଗ ଓ ଗୀତକୁ ଲୋକଙ୍କ ମନରେ ତାଜା ହୋଇରହିଛି। ନିର୍ଦ୍ଦେଶକ ଜି ପି ସିପ୍ପୀଙ୍କ ନିର୍ଦେଶିତ ଏହି ବଲିଉଡ କ୍ଲାସିକ ଇଣ୍ଡଷ୍ଟ୍ରିରେ ଏକ ମାଇଲଷ୍ଟୋନ ହୋଇ ରହିଛି। ଫିଲ୍ମରେ ଅମିତାଭ ବଚ୍ଚନ, ଧର୍ମେନ୍ଦ୍ର, ସଞ୍ଜୀବ କୁମାର, ଅମଜାଦ ଖାନ୍ ଏବଂ ହେମାମାଳିନୀ ଅଭିନୟ କରିଥିଲେ। ବିଶେଷ କରି ଗବ୍ବର ସିଂ ଭୂମିକାରେ ଅମଜାଦ ଖାନଙ୍କ ଚରିତ୍ରକୁ ଆଜି ପର୍ଯ୍ୟନ୍ତ ଲୋକେ ମନେ ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।
Entertainment
ଜାନୁଆରୀ ୨୪ରେ ଆସୁଛି 'ସ୍କାଏ ଫୋର୍ସ', ବଡ଼ ପରଦାରେ ୧୯୬୫ ଭାରତ-ପାକ୍ ଯୁଦ୍ଧର ଅକୁହା କାହାଣୀ
ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଫିଲ୍ମରେ ସେନା ୟୁନିଫର୍ମରେ ନଜର ଆସିବେ ଅକ୍ଷୟ କୁମାର। ପାକିସ୍ତାନ ଉପରେ ଭାରତର ପ୍ରଥମ ଏୟାର ଷ୍ଟ୍ରାଇକ ପଛର ଘଟଣା ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।
Bollywood
ରାସ୍ତା ମଝିରେ ଅଭିନେତାଙ୍କୁ ଆକ୍ରମଣ, ଛୁରାମାଡ଼ କଲେ ଦୁର୍ବୃତ୍ତ
ଅଭିନେତାଙ୍କୁ ପ୍ରଥମେ ଛୁରୀରେ ତା'ପରେ ଲୁହା ରଡ୍ରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।