ମୁମ୍ୱାଇ: ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟା କରିବା ପରେ ସମାଲୋଚନାର ଶିକାର ହେଉଛନ୍ତି ବଲଉଡର ପ୍ରମୁଖ ନିର୍ଦ୍ଦେଶକ ତଥା ପ୍ରଯୋଜକ କରଣ ଜୋହର। ନେପୋଟିଜିମ୍ (ପ୍ରୀୟାପ୍ରତି ତୋଷଣ) ଅଭିଯୋଗରେ କରଣ ଜୋହର, ସଲମାନ୍ ଖାନ୍, ଆଲିଆ ଭଟ୍ଟ ଆଦି ସମାଲୋଚନାର ଶିକାର ହେଉଛନ୍ତି। ଏମିତିକି ଅନେକ ସୋଶାଲ ମିଡିଆ ୟୁଜର କରଣ ଜୋହର ଏବଂ ଆଲିଆ ଭଟ୍ଟଙ୍କୁ ଟୁଇଟରରେ ଅନ୍ ଫଲୋ କରିଥିବା ଦେଖିବାକୁ ମିଳିଛି।
ଏବେ କରଣ ଜୋହର ମଧ୍ୟ ଟୁଇଟରରେ ଅନେକଙ୍କୁ ଅନଫଲୋ କରିଛନ୍ତି। କରଣ ଜୋହର ଏବେ ମାତ୍ର 8 ଜଣଙ୍କୁ ଫଲୋ କରୁଥିବା ଦେଖିବାକୁ ମିଳିଛି। ଏହି 8 ଜଣଙ୍କ ମଧ୍ୟରେ ଅମିତାଭ ବଚ୍ଚନ, ଶାହରୁଖ ଖାନ୍, ଅକ୍ଷୟ କୁମାର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଧର୍ମା ପ୍ରଡକ୍ସନ ସହିତ ଜଡ଼ିତ ଥିବା ସିଇଓ ସହଯୋଗୀ ସଂସ୍ଥାକୁ କରଣ ଫଲୋ କରୁଥିବା ବେଳେ ଅନ୍ୟମାନଙ୍କୁ ଅନଫଲୋ କରୁଥିବା ଦେଖିବାକୁ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।
Entertainment
ଜାନୁଆରୀ ୨୪ରେ ଆସୁଛି 'ସ୍କାଏ ଫୋର୍ସ', ବଡ଼ ପରଦାରେ ୧୯୬୫ ଭାରତ-ପାକ୍ ଯୁଦ୍ଧର ଅକୁହା କାହାଣୀ
ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଫିଲ୍ମରେ ସେନା ୟୁନିଫର୍ମରେ ନଜର ଆସିବେ ଅକ୍ଷୟ କୁମାର। ପାକିସ୍ତାନ ଉପରେ ଭାରତର ପ୍ରଥମ ଏୟାର ଷ୍ଟ୍ରାଇକ ପଛର ଘଟଣା ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।