ମୁମ୍ବାଇ: ଅଭିନୟ ହେଉ କି ବୋଲ୍ଡ୍ ଅନ୍ଦାଜ୍ ଅବା ବିଗ୍ ବସ୍ରେ ନଖରାମି, ଛୋଟ ପରଦାର ହଟ୍ ଅଭିନେତ୍ରୀ ହିନା ଖାନ୍ ପ୍ରାୟ ସବୁବେଳେ ଚର୍ଚ୍ଚାରେ ରହିବାକୁ ଭଲ ପାଆନ୍ତି। ଟିଭି ଧାରାବାହିକ କସୌଟି ଜିନ୍ଦେଗୀ କି-୨ର 'କମୋଲିକା' ଚରିତ୍ରରେ ଦମ୍ଦାର୍ ଅଭିନୟ କରି ଢେର୍ ପ୍ରଶଂସା ସାଉଁଟିଥିବା ହିନା ଏବେ ତାଙ୍କ ଡେବ୍ୟୁ ଫିଲ୍ମ୍କୁ ନେଇ ବ୍ୟସ୍ତ।
ତେବେ ତାଙ୍କ ପ୍ରଥମ ଫିଲ୍ମକୁ ନେଇ ଯେତିକି ଚର୍ଚ୍ଚା ନାହିଁ, ଏକ ସାକ୍ଷାତକାରରେ ହିନା ଶେୟାର୍ କରିଥିବା ନିଜର ଏକ ଅନୁଭୂତି ତା' ଠାରୁ ଅଧିକ ଆଲୋଚ୍ୟ ବିଷୟ ପାଲଟିଛି।
ଜୀବନରେ ପ୍ରଥମ ଥର ଆଡଲ୍ଡ ଫିଲ୍ମ ଦେଖିବା ପରର ଅନୁଭୂତି ହିନା ନିକଟରେ ଶେୟାର୍ କରିଛନ୍ତି। ଏକ ମ୍ୟାଗାଜିନ୍କୁ ଦେଇଥିବା ସାକ୍ଷାତକାରରେ ସେ କହିଛନ୍ତି, “ପ୍ରଥମ ଥର ଆଡଲ୍ଟ ଫିଲ୍ମ ଦେଖିବା ପରେ ମୋ ଆଖି ଖୋଲା ରହିଯାଇଥିଲା। ମୁଁ ଆଶ୍ଚର୍ଯ୍ୟ ହୋଇଯାଇଥିଲି।”
ହିନା ଏବେ କଶ୍ମୀର୍ରେ ନିଜ ଡେବ୍ୟୁ ପିଲ୍ମର ଶୁଟିଂରେ ବ୍ୟସ୍ତ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଓସ୍କାର ରେସ୍ରୁ ଆଉଟ ହେଲା 'ଲାପତା ଲେଡିଜ୍'
କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ୯୭ତମ ଏକାଡେମୀ ପୁରସ୍କାରରେ ଭାରତର ପ୍ରତିନିଧିତ୍ୱ କରିବାକୁ ମନୋନୀତ ହୋଇଥିଲା। ମାତ୍ର ଏବେ ଏହା ଓସ୍କାର ରେସ୍ରୁ ବାହାରି ଯାଇଥିବା ବେଳେ ଭାରତୀୟ ସିନେ ପ୍ରେମୀଙ୍କୁ ଲାଗିଛି ଶକ୍ତ ଝଟକା।
Entertainment
ଦଳାଚକଟାରେ ଗୁରୁତର ନାବାଳକଙ୍କୁ ଭେଟିବାକୁ ଚାହିଁଲେ ଅଲ୍ଲୁ ଅର୍ଜୁନ, କହିଲେ...
ପୁଷ୍ପା-୨ ଫିଲ୍ମର ସ୍କ୍ରିନିଂ ଅବସରରେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଦଳଚକଟାରେ ୩୯ ବର୍ଷୀୟା ମହିଳା ଅଣନିଃଶ୍ୱାସୀ ହୋଇ ମୃତ୍ୟୁ ଘଟିଥିଲା। ତାଙ୍କର ଆଠ ବର୍ଷର ପୁଅ ମଧ୍ୟ ଗୁରୁତର ହୋଇପଡ଼ିଥିଲେ।
Entertainment
ଶୀତୁଆ ରାତିରେ ତାତି ବଢ଼ାଇଲେ ନିଶା; ମଞ୍ଚରେ କଲେ ତତଲା ଡ୍ୟାନ୍ସ
ମହୁଲଟିକ୍ରା ପଡିଆରେ ଖେଳୁଥିଲା ଗୌରୀ ଗଣନାଟ୍ୟ। ପ୍ରଥମ ତିନି ରାତି ଜବରଦସ୍ତ ନାଟକ ପରିବେଷଣ କରାଯାଇଲା। ଯାତ୍ରା ପ୍ରେମୀଙ୍କର ଖଚାଖଚ୍ ଭିଡ ଜମିଥିଲା।
National
ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଅନ୍ତରୀଣ ଜାମିନ
ତଳ କୋର୍ଟ ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିବା ବେଳେ ହାଇକୋର୍ଟ ଦେଇଛନ୍ତି ବଡ଼ ଆଶ୍ୱସ୍ତି।
National
ଅଲ୍ଲୁଙ୍କୁ ଗିରଫ କରିବା ପାଇଁ ବେଡ୍ ରୁମ୍ ପର୍ଯ୍ୟନ୍ତ ପଳାଇଥିଲା ପୁଲିସ, ପୋଷାକ ବଦଳାଇବାକୁ ଦେଇ ନଥିଲା ସମୟ
ନାମପଲ୍ଲୀ କୋର୍ଟ ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛି।