ମୁମ୍ୱାଇ: ଫିଲ୍ମ ଫ୍ରାଇଡେରେ ଆଜି ହଲକୁ ଆସିଛି ଦୁଇଟି ହିନ୍ଦୀ ଫିଲ୍ମ। ଫିଲ୍ମ ଦୁଇଟି ହେଉଛି ‘ଦ ଘାଜି ଆଟାକ’ ଏବଂ ‘ଇରାଦା’। ଯୁଦ୍ଧ କାହାଣୀ ଉପରେ ଆଧାରିତ ଫିଲ୍ମ ‘ଦ ଘାଜି ଆଟାକ’ ଉଭୟ ତେଲୁଗୁ ଓ ହିନ୍ଦୀ ଭାଷାରେ ରିଲିଜ ହୋଇଛି। ଏହାର ନିର୍ଦ୍ଦେଶନା ଦେଇଛନ୍ତି ଶଙ୍କଳ୍ପ ରେଡ୍ଡୀ। ୧୯୭୧ ମସିହାରେ ହୋଇଥିବା ଭାରତ-ପାକିସ୍ତାନ ଯୁଦ୍ଧ ଉପରେ ଏହି ସିନେମାଟି ଆଧାରିତ ଯୁଦ୍ଧ ସମୟର ନୌବାହିନୀ ଭୂମିକା ଉପରେ ପର୍ଯ୍ୟବେଷିତ।
‘ଦ ଘାଜି ଆଟାକ’କୁ ଟକ୍କର ଦେବା ପାଇଁ ହଲକୁ ଆସିଛି ‘ଇରାଦା’। ଏହି ସିନେମାରେ ପୁଣି ଥରେ ଦେଖିବାକୁ ମିଳିଛି ନସିରୁଦ୍ଦିନ ସାହା ଓ ଅର୍ସଦ ୱାରସିଙ୍କ ଯୋଡିକୁ। ଝିଅର ମୃତ୍ୟୁରେ ଭାଙ୍ଗିପଡ଼ିଥିବା ଜଣେ ଏକ୍ସ-ଆର୍ମି ଅଫିସର କିଭଳି ପ୍ରତିଶୋଧ ନେଉଛି ତାହା ଏହି ଫିଲ୍ମରେ ଦର୍ଶାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।
Tollywood
'ଛୁପାନା ଭି ନେହିଁ ଆତା, ଜତାନା ଭି ନେହିଁ ଆତା...' ରଶ୍ମୀକା-ବିଜୟଙ୍କ ଡେଟିଂ ଫଟୋ ଭାଇରାଲ୍
ଉଭୟ ଡେଟିଂ ଚର୍ଚ୍ଚାକୁ ଖଣ୍ଡନ କରି ଆସୁଥିଲେ ମଧ୍ୟ ସେମାନଙ୍କର କିଛି ଫଟୋ ସେଶାଲ ମିଡିଆରେ ଭାଇରାଲ୍ ହେଉଛି।
Bollywood
ରାଗିଗଲେ ଏଆର୍ ରହମାନ, ନୋଟିସ୍ ପଠାଇଲେ, ଚେତାବନୀ ଦେଲେ
ଦୀର୍ଘ ୨୯ ବର୍ଷର ବିବାହ ପରେ ଏଆର୍ ରହମାନ ନିଜ ପତ୍ନୀ ସାଇରା ବାନୁଙ୍କ ଠାରୁ ଅଲଗା ହୋଇଛନ୍ତି। ଦୁହିଁଙ୍କ ଛାଡପତ୍ରକୁ ନେଇ ଅନେକ ପ୍ରକାରର ଖବର ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।