ମୁମ୍ବାଇ: ବଲିଉଡ୍ରେ ସବୁବେଳେ କିଛି ନା କିଛି ଖବରକୁ ନେଇ ଚର୍ଚ୍ଚା ହେଉଥାଏ। ଅନୁଷ୍କାଙ୍କ ବାହାଘର ପରେ ଦୀପିକା ଓ ରଣବୀରଙ୍କ ବାହାଘର ବିଷୟରେ ଶୁଣିବାକୁ ମିଳିଥିଲା। ଏବେ ଟାଇଗର ଶ୍ରଫ ଓ ତାଙ୍କ ଗାର୍ଲଫ୍ରେଣ୍ଡ ଦିଶା ପଟାନୀ ଲୁଚି ଲୁଚି ବାହା ହୋଇଯାଇଛନ୍ତି ବୋଲି ଶୁଣିବାକୁ ମିଳୁଛି। ତେବେ କ’ଣ ରହିଛି ପ୍ରକୃତ କଥା ଚାଲନ୍ତୁ ଜାଣିବା।
ଆଗକୁ ଆସୁଛି ଟାଇଗର ଓ ଦିଶାଙ୍କ ଫିଲ୍ମ ‘ବାଗୀ-2’। ଯାହା ଖବର ମିଳିଛି ମାର୍ଚ୍ଚ ୩୦ରେ ଫିଲ୍ମଟି ରିଲିଜ୍ ହେବ। କିନ୍ତୁ ଏବେ ଏହି ଫିଲ୍ମର କ୍ଲାଇମେକ୍ସ ସିନ୍ ଇଣ୍ଟରନେଟ୍ରେ ଖୁବ୍ ଭାଇରାଲ ହୋଇଛି। ଏହି କ୍ଳିପ୍ରୁ ହିଁ ସେମାନଙ୍କ ବାହାଘର କଥା ଉଠୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଏଆର ରହମାନଙ୍କ ସହ ଲିଙ୍କ୍ ଚର୍ଚ୍ଚା, ନୀରବତା ଭାଙ୍ଗିଲେ ମୋହିନୀ ଦେ
ନିକଟରେ ପତ୍ନୀଙ୍କୁ ଛାଡ଼ପତ୍ର ଦେଇଥିଲେ ବିଶିଷ୍ଟ ମ୍ୟୁଜିସିଆନ ଏଆର ରହମାନ।
Entertainment
ମହାପ୍ରଭୁଙ୍କୁ ତାଚ୍ଛଲ୍ୟ...; ଯାତ୍ରା ଷ୍ଟେଜକୁ ଚେୟାର ଫିଙ୍ଗିଲେ ଦର୍ଶକ
ଖଳ ଚରିତ୍ରରେ ଥିବା ନବ ଘୋଷ କୋଟି ଓଡ଼ିଆଙ୍କ ଆରାଧ୍ୟ ମହାପ୍ରଭୁ ଜଗନ୍ନାଥଙ୍କୁ କଡା ଭାଷାରେ ଆକ୍ଷେପ କଲା ପରି ସଂଳାପ କହିଥିଲେ। ନବ ଘୋଷଙ୍କ ସେହି ସଂଳାପ ଶୁଣିବା ପରେ ତାତି ଯାଇଥିଲେ ଷ୍ଟେଜ୍ ସମ୍ମୁଖରେ ବସିଥିବା ଦର୍ଶକ।
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।
Tollywood
'ଛୁପାନା ଭି ନେହିଁ ଆତା, ଜତାନା ଭି ନେହିଁ ଆତା...' ରଶ୍ମୀକା-ବିଜୟଙ୍କ ଡେଟିଂ ଫଟୋ ଭାଇରାଲ୍
ଉଭୟ ଡେଟିଂ ଚର୍ଚ୍ଚାକୁ ଖଣ୍ଡନ କରି ଆସୁଥିଲେ ମଧ୍ୟ ସେମାନଙ୍କର କିଛି ଫଟୋ ସେଶାଲ ମିଡିଆରେ ଭାଇରାଲ୍ ହେଉଛି।
Bollywood
ରାଗିଗଲେ ଏଆର୍ ରହମାନ, ନୋଟିସ୍ ପଠାଇଲେ, ଚେତାବନୀ ଦେଲେ
ଦୀର୍ଘ ୨୯ ବର୍ଷର ବିବାହ ପରେ ଏଆର୍ ରହମାନ ନିଜ ପତ୍ନୀ ସାଇରା ବାନୁଙ୍କ ଠାରୁ ଅଲଗା ହୋଇଛନ୍ତି। ଦୁହିଁଙ୍କ ଛାଡପତ୍ରକୁ ନେଇ ଅନେକ ପ୍ରକାରର ଖବର ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।