ମୁମ୍ୱାଇ: ୩୮ ବର୍ଷରେ ପାଦ ଦେଇଛନ୍ତି ବଲିଉଡର ଡାର୍ଟି ଗାର୍ଲ ବିଦ୍ୟା ବାଲାନ୍। ବି-ଟାଉନର ବହୁ ଅଭିନେତା, ଅଭିନେତ୍ରୀ, ନିର୍ଦ୍ଦେଶକ ଓ ପ୍ରଯୋଜକ ତାଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି। ୧ ଜାନୁୟାରୀ ୧୯୭୮ ସେ କେରଳରେ ଜନ୍ମ ଗ୍ରହଣ କରିଥିଲେ। ୨୦୦୩ରେ ରିଲିଜ୍ ହୋଇଥିବା ବଙ୍ଗାଳୀ ଫିଲ୍ମ ‘ଭାଲୋ ଥାକେ’ରୁ ତାଙ୍କ ଫିଲ୍ମ କ୍ୟାରିୟର୍ ଆରମ୍ଭ କରିଥିଲେ।
୨୦୦୫ରେ ହିନ୍ଦୀ ଫିଲ୍ମ ‘ପରୀଣୀତା’ ଜରିଆରେ ସେ ବଲିଉଡରେ ପାଦ ଥାପିଥିଲେ। ଏହି ଫିଲ୍ମ ପାଇଁ ସେ ସର୍ବଶ୍ରେଷ୍ଠ ଫିଲ୍ମ ଫେୟାର ଆୱାର୍ଡ ପାଇଥିଲେ। ୨୦୦୬ରେ ସଞ୍ଚୟ ଦତ୍ତଙ୍କସହ ଫିଲ୍ମ ‘ଲଗେ ରହୋ ମୁନ୍ନା ଭାଇ’ରେ ତାଙ୍କୁ ଦେଖିବାକୁ ମିଳିଥିଲା।
ମଣିରତ୍ନଙ୍କ ଫିଲ୍ମ ‘ଗୁରୁ’ ରେ ସେ ଜଣେ ଭିନ୍ନକ୍ଷମ ଚରିତ୍ରରେ ଅଭିନୟ କରିଥିଲେ। ଏହି ଫିଲ୍ମ ବକ୍ସ ଅଫିସରେ ଭଲ ଆୟ କରିଥିଲା। ‘ସଲାମ୍ –ଇ-ଇସ୍କ’, ‘ହେ ବେବି’ ଓ ‘ଭୁଲ୍ ଭୁଲୟା’ ଫିଲ୍ମ ବକ୍ସ ଅଫିସରେ ଭଲ ଆୟ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Bollywood
ଆଉ ନାହାନ୍ତି ଫିଲ୍ମ ନିର୍ମାତା ପ୍ରୀତିଶ ନନ୍ଦୀ
୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇ ସ୍ଥିତ ବାସଭବନରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
Bollywood
‘ଏମର୍ଜେନ୍ସି’ ଦେଖିବାକୁ ପ୍ରିୟଙ୍କାଙ୍କୁ ନିମନ୍ତ୍ରଣ କଲେ କଙ୍ଗନା, ଜବାବ କ’ଣ ଥିଲା ଜାଣନ୍ତୁ
ଏମର୍ଜେନ୍ସି ସିନେମାରେ କଙ୍ଗନା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଭୂମିକାରେ ରହିଛନ୍ତି। ଏହା ଜାନୁଆରୀ ୧୭ରେ ରିଲିଜ ହେବାକୁ ଯାଉଛି।
Bollywood
ଅଭିନେତ୍ରୀ ପୁନମ ଢିଲୋଙ୍କ ଘରୁ ଚୋରି, ଯୁବକ ଗିରଫ
ଘର ରଙ୍ଗ ଦେବା ବାହାନାରେ ଆସି ଚୋରି କରିନେଲା ମୂଲ୍ୟବାନ ସାମଗ୍ରୀ।
Entertainment
ବର୍ଷିଲେ ଅନୁଭବ, କହିଲେ- ତୁମେ ମଞ୍ଚ ବାଛ, ବିତର୍କ ପାଇଁ ମୁଁ ପ୍ରସ୍ତୁତ
ବିବାହ ତଥା ଦାମ୍ପତ୍ୟ ଜୀବନ ପରି ସମ୍ପର୍କକୁ ଅତି ମିଛ ତଥା ମନଗଢ଼ା ଭାବେ ପରଦାରେ ଦେଖାଉଥିବା ଅଭିଯୋଗ ଆଣି ବର୍ଷାଙ୍କ ଉପରେ ବର୍ଷିଛନ୍ତି ଅନୁଭବ। ଏପରିକି ବର୍ଷାଙ୍କ ସହ ଖୋଲାଖୋଲି ବିତର୍କ କରିବାକୁ ପ୍ରସ୍ତୁତ ବୋଲି ବି କହିଛନ୍ତି।
Entertainment
ଜାନୁଆରୀ ୨୪ରେ ଆସୁଛି 'ସ୍କାଏ ଫୋର୍ସ', ବଡ଼ ପରଦାରେ ୧୯୬୫ ଭାରତ-ପାକ୍ ଯୁଦ୍ଧର ଅକୁହା କାହାଣୀ
ଦୀର୍ଘ ଦିନର ବ୍ୟବଧାନ ପରେ ଏହି ଫିଲ୍ମରେ ସେନା ୟୁନିଫର୍ମରେ ନଜର ଆସିବେ ଅକ୍ଷୟ କୁମାର। ପାକିସ୍ତାନ ଉପରେ ଭାରତର ପ୍ରଥମ ଏୟାର ଷ୍ଟ୍ରାଇକ ପଛର ଘଟଣା ଏହି ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ।