ଓଲିଉଡ୍ ଅଭିନେତା ମନୋଜ ମିଶ୍ରଙ୍କ ପାଇଁ ବଢ଼ିଲା ଅଡୁଆ। ତାଙ୍କ ନାଁରେ ଝାରସୁଗୁଡ଼ା ଥାନାରେ ଅଭିଯୋଗ ହୋଇଛି। ଅନ୍ଲାଇନରେ ଏଫ୍ଆଇଆର୍ କରିଛନ୍ତି ‘ପ୍ରଥା’ ଫିଲ୍ମର ପ୍ରଯୋଜକ ସନଲିସା ପତି। ଝାରସୁଗୁଡ଼ାରେ ଫିଲ୍ମ ହଲରେ ‘ପ୍ରଥା’ ଫିଲ୍ମ ପୋଷ୍ଟର ଚିରାକୁ ନେଇ ସେ ଏଫ୍ଆଇଆର୍ କରିଛନ୍ତି। ଝାରସୁଗୁଡ଼ାରେ ‘ପ୍ରଥା’ ଚଳଚ୍ଚିତ୍ରକୁ ଚଳାଇ ନଦେବା ଓ ପୋଷ୍ଟର ଚିରା ପଛରେ ରହିଛି ମନୋଜ ମିଶ୍ରଙ୍କ ହାତ ରହିଛି ବୋଲି ସେ ଅଭିଯୋଗ କରିଛନ୍ତି। ତାଙ୍କୁ ଗିରଫ ପାଇଁ ସେ ଦାବି କରିଛନ୍ତି। ଶେଷରେ ପରିସ୍ଥିତି ଏମିତି ହେଲା ଯେ, ସାମ୍ବାଦିକ ସମ୍ମିଳନୀ କରି କାନ୍ଦିଲେ ଏବଂ ନିଜ ଫିଲ୍ମ ଉଠାଇ ନେବା ପାଇଁ ନିଷ୍ପତ୍ତି ନେଲେ ସନଲିସା ପତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Bollywood
ଭୋଟ ଦେଉଛି ବଲିଉଡ; ସବୁଠୁ ଆଗରେ ଖିଲାଡ଼ି କୁମାର
ବଲିଉଡର ଖିଲାଡି କୁମାର ଭୋଟ ଦେବାରେ ଆଗୁଆ ରହିଛନ୍ତି। ଆଜି ସକାଳୁ ସକାଳୁ ସେ ଜୁହୁ ବୁଥ୍ରେ ପହଞ୍ଚି ସେଠାରେ ଭୋଟ ଦେଇଛନ୍ତି।
Bollywood
ନିକାର ୨୯ ବର୍ଷ ପରେ ଏଆର ରହମାନଙ୍କ ଠାରୁ ଅଲଗା ହେଲେ ସାଇରା
ସାଇରାଙ୍କ କହିବା କଥା ଯେ ରହମାନଙ୍କ ସହ ତାଙ୍କ ସମ୍ପର୍କ ଯୋଗୁ ସେ ଅନେକ କଷ୍ଟ ସହ୍ୟ କରି ଆସୁଥିଲେ। ଏହାକୁ ସମ୍ଭାଳିବା ଆଉ ତାଙ୍କ ପକ୍ଷେ ସମ୍ଭବ ହେଉନାହିଁ।
Entertainment
'ବନବାସ୍' ରିଲିଜ ପୂର୍ବରୁ ପୁରୀରେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା
ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ବଲିଉଡ୍ ଅଭିନେତା ଉତ୍କର୍ଷ ଶର୍ମା। ଆଗାମୀ ଚଳଚ୍ଚିତ୍ର 'ବନବାସ୍'ର ସଫଳତା କାମନା କଲେ।
Entertainment
ଅଭିନେତା ସିଦ୍ଦିକିଙ୍କୁ 'ସୁପ୍ରିମ୍' ଆଶ୍ୱସ୍ତି, ଦୁଷ୍କର୍ମ ମାମଲାରେ ମିଳିଲା ଆଗୁଆ ଜାମିନ
ହେମା କମିଟି ରିପୋର୍ଟ ଆସିବା ପରେ ମାଲୟାଲମ ଇଣ୍ଡଷ୍ଟ୍ରିର ଜଣେ ଅଭିନେତ୍ରୀ ତାଙ୍କ ବିରୁଦ୍ଧରେ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ।