୭୭ତମ ସ୍ୱାଧୀନତା ଦିବସ ଅବସରରେ ଭୁବନେଶ୍ୱରରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଦେଖିବାକୁ ଆସି, ଭିତରକୁ ଯାଇପାରିଲେନି ସାଧାରଣ ଜନତା । ଫଳରେ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା; ଡଙ୍ଗା ଭସାଇବାକୁ ଜଳାଶୟରେ ଜମିଛି ଭିଡ଼
ଓଡ଼ିଶାର ନୌବାଣିଜ୍ୟିକ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି।
Events & Festivals
ପଞ୍ଚୁକରେ ଚଳଚଞ୍ଚଳ ଶ୍ରୀକ୍ଷେତ୍ର: ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
ଗତକାଲି ଦ୍ୱିତୀୟ ଦିନରେ ଭକ୍ତଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଇଥିଲେ କଳାଠାକୁର।
Events & Festivals
ବାବା ଧବଳେଶ୍ୱରଙ୍କ ପାଖରେ ଲାଗି ହେଲା ଗଜଭୋଗ
ରାତି ୨ଟାରୁ ମନ୍ଦିର ଦ୍ୱାର ଫିଟା ଯାଇ ମଙ୍ଗଳାଆଳତୀ କରାଯିବା ସହ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ସମସ୍ତ ରୀତିନୀତି ପରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା। ପ୍ରଭୁଙ୍କୁ ହରିହର ବେଶରେ ଦର୍ଶନ କରୁଛନ୍ତି ଭକ୍ତ।
Crime
ପୂର୍ବତନ ସରପଞ୍ଚଙ୍କୁ ନିର୍ମମ ଭାବେ ହତ୍ୟା; ରାସ୍ତାକଡ଼ରୁ ମିଳିଲା ମୃତଦେହ
ଚିତ୍ତରଞ୍ଜନ ରାଉତ ଗତ ରାତିରେ ନିଜ ଗାଁରେ ହେଉଥିବା ଏକ ଅଷ୍ଟପ୍ରହରୀ କାର୍ଯ୍ୟକ୍ରମକୁ ଯାଇଥିଲେ। ସେଠାରୁ ସେ ଏକୁଟିଆ ଘରକୁ ଫେରୁଥିଲେ ମଧ୍ୟ ରାତିରେ ଘରେ ପହଞ୍ଚି ନ ଥିଲେ।
Events & Festivals
ବାଙ୍କଚୂଡ ବେଶ ଦେଖିବାକୁ ଅସମ୍ଭାଳ ଗହଳି; କାର୍ତ୍ତିକ ପରେ ହେବ ନୂଆ ଦର୍ଶନ ବ୍ୟବସ୍ଥା
କାର୍ତ୍ତିକ ମାସ ପରେ ପୁରୀ ଶ୍ରୀମନ୍ଦିରରେ ଲାଗୁ ହେବ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା । ଏହାର ରୂପରେଖ ଏବେ ପ୍ରସ୍ତୁତ ଚାଲିଛି, କିଛି ସ୍ଥିର ହୋଇନି ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଅରବିନ୍ଦ ପାଢୀ।