ପୁରୀରେ ଗଣତି ପରବର୍ତ୍ତୀ ବିଜୟ ଉତ୍ସବ ପାଳନରେ ଲାଗିଲା କଟକଣା। ବାଣ ଟ୍ରାଜେଡିକୁ ଦୃଷ୍ଟିରେ ରଖି ପୁଲିସ ଓ ଜିଲ୍ଲା ପ୍ରଶାସନ ନେଇଛି ଏହି ପଦକ୍ଷେପ।
ଫଳାଫଳ ଆସିବା ପରେ କୌଣସି ପ୍ରକାର ଡିଜେ ବଜାଇବା ଓ ବାଣ ଫୁଟାଇବାକୁ ବାରଣ କରାଯାଇଛି। ସେହିପରି କୌଣସି ପ୍ରକାର ପ୍ରୋସେସନ ବା ଶୋଭାଯାତ୍ରାକୁ ମଧ୍ୟ ବାରଣ କରାଯାଇଛି। ଏନେଇ କୌଣସି ପ୍ରକାର ଅନୁମତି ଦିଆଯିବ ନାହିଁ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଯଦି କୌଣସି ବ୍ୟକ୍ତି ନିୟମ ଭଙ୍ଗ କରନ୍ତି, ତାଙ୍କ ବିରୋଧରେ କଡ଼ା କାର୍ଯାନୁଷ୍ଠାନ ନିଆଯିବ ବୋଲି ପୁରୀ ଏସପି ସୂଚନା ଦେଇଛନ୍ତି।
Also Read
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଲୋକସେବକ ମଣ୍ଡଳ ପକ୍ଷରୁ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ପାଳିତ, ଯୋଗଦେଲେ ବୈଜୟନ୍ତ
ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା।
Events & Festivals
ବାଲିଯାତ୍ରାରେ ବାସି ଖାଦ୍ୟ
ଖାଦ୍ୟରେ ଏମିତି ରଙ୍ଗ ମିଶାଉଛନ୍ତି, ଯାହା ଶରୀର ପାଇଁ କ୍ଷତିକାରକ ହୋଇଥାଏ।
Events & Festivals
ଗୀତ ଅଧାରୁ ଷ୍ଟେଜ୍ ଛାଡ଼ିବାକୁ ଅସୀମାଙ୍କୁ କୁହାଗଲା
ଅଧାରୁ ଗୀତ ବନ୍ଦ ହେବାରୁ ଦର୍ଶକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା ।
Events & Festivals
ରାଗିଗଲେ ମୁଖ୍ୟମନ୍ତ୍ରୀ
ସିସୋର ଘାଟରେ ଡଙ୍ଗାରେ ବସି ବାଲିଯାତ୍ରା ଦେଖିବାକୁ ଗଡଗଡ଼ିଆ ଘାଟରେ ଓହ୍ଲାଇଥିଲେ ମୁଖ୍ୟମନ୍ତ୍ରୀ।
Events & Festivals
ଆରମ୍ଭ ହେଲା କଟକର ଐତିହାସିକ ବାଲିଯାତ୍ରା
ଚଳିତବର୍ଷ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି ସାଉଥ୍ ଇଷ୍ଟ ଏସିଆ ପାଭିଲିୟନ। ଜାଭା, ସୁମାତ୍ରା, ବାଲି ଇଣ୍ଡୋନେସିଆ ପରି ଦେଶ ସହିତ ଆମ ଦେଶର ନୌବାଣିଜ୍ୟ ପରମ୍ପରା ସମ୍ପର୍କର ତଥ୍ୟ ଜାଣିପାରିବେ ଦର୍ଶକ।