ଆଜିଠାରୁ ଆରମ୍ଭ ହେଉଛି ଐତିହାସିକ କଟକ ବାଲିଯାତ୍ରା। ନୌବାଣିଜ୍ୟ ପରମ୍ପରାର ସ୍ମୃତି ଓ ସ୍ମାରକୀ ବହନ କରୁଥିବା ଏହି ବାଲିଯାତ୍ରା ଆଜି ସଂନ୍ଧ୍ୟାରେ ଉଦଘାଟିତ ହେବ। ପରଂପରା ଅନୁଯାୟୀ କାର୍ତ୍ତିକ ପୂର୍ଣ୍ଣମୀ ତିଥିରେ ଏହାର ଶୁଭାରମ୍ଭ ହୋଇଥାଏ।। ଚଳିତ ବର୍ଷ ବାଲିଯାତ୍ରାର ଅନ୍ୟତମ ଆକର୍ଷଣ ସାଜିବ ରାଜ୍ୟର ପ୍ରଥମ ଥର ପାଇଁ ହେଉଥିବା ଫିସ୍ ଆକ୍ବାରିୟମ ଟନେଲ।
ଚଳିତ ବର୍ଷ ୧୪ଶହରୁ ଅଧିକ ଷ୍ଟଲ ହୋଇଥିବା ବେଳେ ଓରମାସ ପକ୍ଷରୁ ୪ଶହରୁ ଅଧିକ ଷ୍ଟଲ କରାଯାଇଛି। କଟକ-ଇନ-କଟକ ପ୍ୟାଭିଲିୟନରେ ଗାଁ ସଂସ୍କୃତି, ପରମ୍ପରା ଆଦିକୁ ସ୍ଥାନ ଦିଆଯାଇଛି। ଏଥିସହିତ ୩୦ ଫୁଟ୍ ଉଚ୍ଚର ବାଲୁକା କଳା ସହ ଏଲଇଡି ଲାଇଟ୍, ଲେଜର ଶୋ’ ଆଦି କରାଯାଇଛି।
Also Read
ଡଷ୍ଟ ଫ୍ରି ବାଲିଯାତ୍ରା ପାଇଁ ପଡିଆରେ ସ୍ୱତନ୍ତ୍ର କେମିକାଲ ବ୍ୟବହାର କରିବାକୁ ବ୍ୟବସ୍ଥା ହୋଇଛି।ସେହପରି ଭଳିକି ଭଳି ଜିନିଷ ସାଙ୍ଗକୁ ଖାଦ୍ୟପେୟ ଷ୍ଟଲ ଏହା ଭିତରେ ଭରି ରହିଛି। ସୁରକ୍ଷା ଓ ଟ୍ରାଫିକ୍ ନିୟନ୍ତ୍ରଣ ନିମନ୍ତେ ପୁଲିସ ଫୋର୍ସ ମୁତୟନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ମକର ସଂକ୍ରାନ୍ତି, ମକର ଚୌରାଅଶି ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ପବିତ୍ର ମକର ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି। ଆଜି ରତ୍ନସିଂହାସନରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତି ମକରଚୌରାଶୀ ବେଶରେ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି
Events & Festivals
ମହାକୁମ୍ଭର ଶୁଭାରମ୍ଭ: ଦିନକରେ ଦେଢ଼ କୋଟିରୁ ଅଧିକ ଶ୍ରଦ୍ଧାଳୁଙ୍କ ଅମୃତ ସ୍ନାନ
ଖାଲି ସନାତନୀ ହିନ୍ଦୁ ନୁହଁନ୍ତି, ବହୁ ବିଦେଶୀ ମଧ୍ୟ ସଂଗମରେ ସ୍ନାନ କରି ପାଇଛନ୍ତି ଅନନ୍ୟ ଅନୁଭବ। ଖାତିର ନଥିଲା ହାଡ଼ଭଙ୍ଗା ଶୀତ ରାତିକୁ, ଖାତିର ନଥିଲା ମାଇଲ ମାଇଲ ବାଟ ଚାଲିବାର ପାଦ ଯନ୍ତ୍ରଣାକୁ।
Events & Festivals
ଗଙ୍ଗା ସାଗର ମେଳା ଆରମ୍ଭ, ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆରମ୍ଭ ହୋଇଥିବା ବେଳେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲା ସାଗରଦୀପ ଗଙ୍ଗା ଓ ସାଗର ସଙ୍ଗମ ସ୍ଥଳରେ ଆରମ୍ଭ ହୋଇଛି ଗଙ୍ଗା ସାଗର ମେଳା ।
Events & Festivals
ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସୁନା ବେଶ ବା ରାଜ ରାଜେଶ୍ୱର ବେଶରେ ବିଭୂଷିତ ହେବେ।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।