କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। ପରମ୍ପରା ନାଁରେ ଆଜି ପଡ଼ିଲା ପଶୁ ବଳି। ପୁଣି ରକ୍ତରଞ୍ଜିତ ହୋଇଛି ଭବାନୀପାଟଣା ସହର ରାଜରାସ୍ତା। ଚଳିତବର୍ଷ ବି ଶ୍ରଦ୍ଧାଳୁମାନେ ନିଜ ମାନସିକ ପୂରଣ ଲାଗି ଶହ ଶହ ନିରୀହ ପଶୁ ବଳି ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ପୋଢୁଆଁ ହେବେ ବଡ଼ ଠାକୁର; ମାମୁ ଘରୁ ଗଲା ଭାର
ମହାପ୍ରଭୁଙ୍କ ଖଣ୍ଡୁଆ ପାଟଠାରୁ ଆରମ୍ଭ କରି ପିଠା ପାଇଁ ବିରି, ନଡିଆ, ଗୁଡ, ଛେନା, କଦଳୀ, ସହିତ ବିଭିନ୍ନ ପ୍ରକାରର ଫୁଲ,ଫଳ ଭାରରେ ରହିଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Events & Festivals
ଲୋକସେବକ ମଣ୍ଡଳ ପକ୍ଷରୁ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ପାଳିତ, ଯୋଗଦେଲେ ବୈଜୟନ୍ତ
ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା।
Events & Festivals
ବାଲିଯାତ୍ରାରେ ବାସି ଖାଦ୍ୟ
ଖାଦ୍ୟରେ ଏମିତି ରଙ୍ଗ ମିଶାଉଛନ୍ତି, ଯାହା ଶରୀର ପାଇଁ କ୍ଷତିକାରକ ହୋଇଥାଏ।
Events & Festivals
ଗୀତ ଅଧାରୁ ଷ୍ଟେଜ୍ ଛାଡ଼ିବାକୁ ଅସୀମାଙ୍କୁ କୁହାଗଲା
ଅଧାରୁ ଗୀତ ବନ୍ଦ ହେବାରୁ ଦର୍ଶକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା ।