ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ସହ ନୟାଗଡ଼ ଫତେଗଡ଼ ଠାରେ ପ୍ରତିଷ୍ଠା ଚାଲିଛି ଭବ୍ୟ ରାମ ମନ୍ଦିର। ୫ଶହ ବର୍ଷର ପ୍ରତୀକ୍ଷା, ୫ଶହ ବର୍ଷର ସ୍ୱପ୍ନ ଆଜି ସାକାର ହୋଇଛି । ସାରା ଅଯୋଧ୍ୟା ଏବେ ରାମମୟ । ପ୍ରଭୁ ଶ୍ରୀରାମଙ୍କ ଜୟ ଜୟକାରରେ କମ୍ପି ଉଠୁଛି ଅଯୋଧ୍ୟା । ସଂପନ୍ନ ହେଲା ଅଯୋଧ୍ୟା ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ । ଏପଟେ ନୟାଗଡ଼ର ଫତେଗଡ଼ରେ ମଧ୍ୟ ରାମମୟ ପରିବେଶ। ସାଧୁ ସନ୍ଥଙ୍କ ଗହଣରେ ମନ୍ତ୍ରପାଠ ଓ ବେଦପାଠରେ ଗୁଞ୍ଜରିତ ହେଉଛି ପରିବେଶ l
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ
ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।