Advertisment

ଆକାଶ ମାର୍ଗରୁ ହେଲା ଫୁଲ ବର୍ଷା

ଅପେକ୍ଷାର ହେଲା ଅନ୍ତ । ସଂପନ୍ନ ହେଲା ଅଯୋଧ୍ୟା ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ।

author-image
Manoj Swain

5 ଶହ ବର୍ଷ ଅପେକ୍ଷାରେ ଅନ୍ତ ଘଟିଲା। ଜନ୍ମଭୂମିରେ ବିରାଜିଲେ ପ୍ରଭୁ ଶ୍ରୀରାମ। କେବଳ ଅଯୋଧ୍ୟା ନୁହେଁ ସମଗ୍ର ଭାରତ ବର୍ଷ ଆଜି ରାମମୟ ହୋଇଯାଇଛି। ମୁଖ୍ୟ ଯଜମାନ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଭୁଙ୍କ ପ୍ରାଣ ପତିଷ୍ଠା କରାଇଛନ୍ତି। ଆକାଶ ମାର୍ଗରୁ ହେଲା ଫୁଲ ବର୍ଷା। ଅପେକ୍ଷାର ହେଲା ଅନ୍ତ । ସଂପନ୍ନ ହେଲା ଅଯୋଧ୍ୟା ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ।

Advertisment
Ayodhya Ram Mandir