Advertisment

ଶ୍ରାବଣ ମାସ ଦ୍ୱିତୀୟ ସୋମବାର; ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ କାଉଡ଼ିଆଙ୍କ ଭିଡ଼

ଆଜି ଶ୍ରାବଣର ଦ୍ୱିତୀୟ ସୋମବାର। ରାଜ୍ୟର ବିଭିନ୍ନ ଶୈବପୀଠରେ ଜଳ ଲାଗି କରୁଛନ୍ତି କାଉଡିଆ।

ଅଦ୍ୟତନ ହୋଇଛି
Advertisment

ଆଜି ଶ୍ରାବଣର ଦ୍ୱିତୀୟ ସୋମବାର। ରାଜ୍ୟର ବିଭିନ୍ନ ଶୈବପୀଠରେ ଜଳ ଲାଗି କରୁଛନ୍ତି କାଉଡିଆ। ଓମ୍ ନମଃ ଶିବାୟ ଧ୍ବନିରେ କମ୍ପୁଛି ମନ୍ଦିର ପରିସର। ଏହି ଅବସରରେ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାଲେଶ୍ୱରର ପଞ୍ଚଲିଙ୍ଗେଶ୍ୱର ଠାରେ ହଜାର ହଜାର ସଂଖ୍ୟାରେ କାଉଡିଆଙ୍କ ଭିଡ ଦେଖିବାକୁ ମିଳିଛି। ଏଠାରେ ଭଗବାନଙ୍କୁ ସ୍ପର୍ଶ କରି ସାନିଧ୍ୟ ଲାଭ କରିବାର ସୁଯୋଗ ମିଳିଥାଏ। ପାଞ୍ଚ ଲିଙ୍ଗଙ୍କୁ ସ୍ପର୍ଶ କରିବାର ସୁଯୋଗ ଥିବାରୁ ବିଶ୍ୱାସ ଅଛି ପାଞ୍ଚଟି ଶୈବପୀଠରେ ପୂଜା କଲେ ଯେଉଁ ପୂଣ୍ୟ ମିଳିଥାଏ ପଞ୍ଚଲିଙ୍ଗେଶ୍ୱରରେ ସମାନ ପୂଣ୍ୟ ମିଳିଥାଏ।

Advertisment
Balasore Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe