ଆଜି ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି। ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ
Also Read
ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ
ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।