ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ହେବ ବନକଲାଗି ନୀତି। ବନକଲାଗି ନୀତି ପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ।
ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ହେବ ବନକଲାଗି ନୀତି। ବିଭିନ୍ନ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କୁ ବନକଲାଗି କରାଯାଇଥାଏ। ଦତ୍ତ ମହାପାତ୍ର ସେବକମାନେ ଏହି ନୀତି କରିଥାନ୍ତି। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।
Also Read
ଏହା ସହ ଅନବସର ପିଣ୍ଡିରେ ଅନବସର ନୀତି ସହ ଜଡିତ କେତେକ ଆନୁଷଙ୍ଗିକ କାର୍ଯ୍ୟ ମଧ୍ୟ ସମ୍ପାଦନ କରାଯିବ। ଏଥିପାଇଁ ୪ଘଣ୍ଟା ବଦଳରେ ୬ଘଣ୍ଟା ଶ୍ରୀଜିଉଙ୍କର ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ
ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।