ଜାନୁଆରୀ ୩ ତାରିଖରୁ ଆରମ୍ଭ ହେବ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା। ଏହା ଜାନୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୧୦ ଦିନ ଧରି ଚାଲିବ। ଧନୁଯାତ୍ରା କମିଟିର ପ୍ରଥମ ବୈଠକରେ ଏହି ନିଷ୍ପତ୍ତି ହୋଇଛି।
ବୈଠକରେ ୨୦୨୩-୨୪ ବର୍ଷ ଧନୁଯାତ୍ରାରେ ହୋଇଥିବା ଆୟବ୍ୟୟ ଅଟକଳ ସମ୍ପର୍କରେ ଆଲୋଚନା ହୋଇଥିଲା। ବିଭିନ୍ନ କମିଟିର ସଦସ୍ୟମାନେ ଦେଇଥିବା ମତାମତକୁ ଆଗାମୀ ବୈଠକରେ ଆଲୋଚନା କରିବାକୁ ସ୍ଥିର ହୋଇଛି।
Also Read
ବରଗଡ଼ ଜିଲ୍ଲାପାଳ ତଥା ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ଆଦିତ୍ୟ ଗୋୟାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସମ୍ପାଦକ ସୁରେଶ୍ୱର ଶତପଥୀ, ବିଗତ ବର୍ଷର ଆୟବ୍ୟୟ ବିବରଣୀ ଉପସ୍ଥାପନା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।
Events & Festivals
ବାଲୁକା କଳା ଉତ୍ସବ ପାଇଁ ସଜେଇ ହେଉଛି ଚନ୍ଦ୍ରଭାଗା ବେଳାଭୂମି
ଡିସେମ୍ବର ୧ ତାରିଖଠାରୁ ୫ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଚନ୍ଦ୍ରଭାଗାର ସ୍ୱର୍ଣ୍ଣାଭ ବେଳାଭୂମିରେ ଆୟୋଜିତ ହେବାକୁ ଯାଉଛି ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ। ସେଥିପାଇଁ ଚନ୍ଦ୍ରଭାଗା ବେଳାଭୂମି ବେଶ ଉତ୍ସବ ମୁଖର ହୋଇଛି।
Events & Festivals
ବିଶ୍ୱ ଏଡସ୍ ଦିବସ: ଧାରଣା ଓ ବାସ୍ତବତା
ପ୍ରତିବର୍ଷ ଡିସେମ୍ବର ୧କୁ ବିଶ୍ୱ ଏଡସ୍ ଦିବସ ରୂପେ ପାଳନ କରାଯାଉଛି।
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।