ଆଜିଠୁ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା, ୧୩ ପର୍ଯ୍ୟନ୍ତ ଚାଲିବ କଂସଙ୍କ ରାଜୁତି

ବରଗଡ଼ରେ ବସିବ ଦରବାର, ଶୁଭିବ କଂସଙ୍କ ଅଟହାସ୍ୟ । ଆଜିଠୁ ଆରମ୍ଭ ହେଉଛି ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ମହାରାଜ କଂସଙ୍କ ରାଜୁତି ।

Dhanu yatra

ଧନୁ ଯାତ୍ରା ପାଇଁ ପ୍ରସ୍ତୁତ ମୁକ୍ତାକାଶ ରଙ୍ଗମଞ୍ଚ ।

Niharika Rout
  • Published: Friday, 03 January 2025
  • Updated: 03 January 2025, 02:24 PM IST

ବରଗଡ଼ ପାଲଟି ଯିବ ମଥୁରା ନଗରୀ , ଅମ୍ବାପାଲି ପାଲଟିଯିବ ଗୋପପୁର ଏବଂ ଚିର ପ୍ରବାହିତ ଜୀରାନଦୀ ପାଲଟିଯିବ ଯମୁନା ନଦୀ । ଆବାଳ ବୃଦ୍ଧବନିତା ପାଲଟିଯିବେ ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚର ଜଣେ ଜଣେ କଳାକାର ।

ଧନୁଯାତ୍ରା ପାଇଁ ସାରା ବରଗଡ଼ ସହର ଚଳଚଞ୍ଚଳ ହୋଇପଡ଼ିଛି। ଶାନ୍ତିଶୃଙ୍ଖଳାକୁ ନଜରରେ ରଖି ବ୍ୟାପକ ପ୍ରସ୍ତୁତି କରିଛି ପୁଲିସ ପ୍ରଶାସନ । ସହରର ବିଭିନ୍ନ ସ୍ଥାନରେ ସିସିଟିଭି କ୍ୟାମେରା ଲଗାଯାଇଛି । ଟ୍ରାଫିକ୍ ବ୍ୟବସ୍ଥା କଡ଼ାକଡ଼ି ସହ ୨୦ ପ୍ଲାଟୁନ ପୁଲିସ ଫୋର୍ସ ଓ ୧୫୦ ଅଫିସରଙ୍କୁ ମୁତୟନ କରାଯାଇଛି।

Also Read

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story