ଆସନ୍ତାକାଲିଠୁ ଆରମ୍ଭ ହେଉଛି ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା। ଏଥିଲାଗି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। କଂସଙ୍କ ରାଜ ଦରବାର ସମେତ ରଙ୍ଗମହଲ ଓ ବିଭିନ୍ନ ତୋରଣ କାମ ଜୋରସୋରରେ ଆଗେଇ ଚାଲିଛି।
ବରଗଡ଼ ଧନୁଯାତ୍ରା ଚଳିତଥର ୭୬ ବର୍ଷରେ ପଦାର୍ପଣ କରୁଥିବା ବେଳେ ଏହା ଜାନୁଆରୀ ୨୫ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ଚାଲିବ ଯାତ୍ରା। ହାଟପଦା ଠାରେ ମହାରଜ କଂସଙ୍କ ପ୍ରାୟ ୯୫ ଫୁଟ ଉଚ୍ଚ ଏବଂ ୪୫ ଫୁଟ ପ୍ରସ୍ଥ ବିଶିଷ୍ଟ ରାଜଦରବାର ନିର୍ମାଣ କରାଯାଇଛି।
Also Read
ସହିପରି ରଙ୍ଗ ମହଲକୁ ନୂଆ ରୂପ ଦିଆଯାଉଛି। ବରଗଡ଼ର ପ୍ରାୟ ୭ କିଲୋମିଟର ପରିଧି ଭିତରେ ୧୪ଟି ମଞ୍ଚରେ ଧନୁଯାତ୍ରା ମହୋତ୍ସବ ଆୟୋଜିତ ହୋଇଥାଏ। କଂସ ଦରବାର, ରଙ୍ଗମହଲ ଓ ନନ୍ଦ ଦରବାରରେ ପ୍ରତିଦିନ ଧନୁଯାତ୍ରାର ଦୃଶ୍ୟଗୁଡ଼ିକ ଅଭିନୀତ ହୋଇଥାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ
ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।