ପ୍ରତିବର୍ଷ ଜୁନ୍ ୩ ତାରିଖରେ ‘ବିଶ୍ୱ ସାଇକେଲ୍ ଦିବସ’ ସାରା ବିଶ୍ୱରେ ପାଳନ କରାଯାଏ। ଏହାର ଉଦ୍ଦେଶ୍ୟ ହେଉଛି ସାଇକେଲର ଗୁରୁତ୍ୱକୁ ବର୍ଣ୍ଣନା କରି ସ୍ୱାସ୍ଥ୍ୟ ଏବଂ ପରିବେଶର ଉପକାରିତା ବିଷୟରେ ଲୋକଙ୍କୁ ଅବଗତ କରାଇବା। ଏହି ଅବସରରେ ରାଜଧାନୀର ଜଣ ସାଇକେଲ ଆରୋହୀ କହିଛନ୍ତି, ଲୋକଙ୍କ ପାଖର ସମୟ ନାହିଁ, ବିନା ମୋଟର ସାଇକେଲ, ବିନା କାରରେ ଯାଇ କାହା ସହ ଆଲୋଚନା କରିବା। ଯାହା ଫଳରେ ଲୋକେ ରୋଗ ଗ୍ରସ୍ତ ହେଉଛନ୍ତି। ମୁଁ ପିଲା ଦିନରୁ ଦେଖିଛି, କିଏ 90 ବର୍ଷ, କିଏ 85 ବର୍ଷ ବୟସରେ ସାଇକେଲ ଚଲାନ୍ତି । ନିୟମିତ ସାଇକେଲ୍ ଚାଳନା ଶରୀରକୁ ସୁସ୍ଥ ଏବଂ ଫିଟ୍ ରଖେ ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଲୋକସେବକ ମଣ୍ଡଳ ପକ୍ଷରୁ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ପାଳିତ, ଯୋଗଦେଲେ ବୈଜୟନ୍ତ
ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା।
Events & Festivals
ବାଲିଯାତ୍ରାରେ ବାସି ଖାଦ୍ୟ
ଖାଦ୍ୟରେ ଏମିତି ରଙ୍ଗ ମିଶାଉଛନ୍ତି, ଯାହା ଶରୀର ପାଇଁ କ୍ଷତିକାରକ ହୋଇଥାଏ।
Events & Festivals
ଗୀତ ଅଧାରୁ ଷ୍ଟେଜ୍ ଛାଡ଼ିବାକୁ ଅସୀମାଙ୍କୁ କୁହାଗଲା
ଅଧାରୁ ଗୀତ ବନ୍ଦ ହେବାରୁ ଦର୍ଶକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା ।
Events & Festivals
ରାଗିଗଲେ ମୁଖ୍ୟମନ୍ତ୍ରୀ
ସିସୋର ଘାଟରେ ଡଙ୍ଗାରେ ବସି ବାଲିଯାତ୍ରା ଦେଖିବାକୁ ଗଡଗଡ଼ିଆ ଘାଟରେ ଓହ୍ଲାଇଥିଲେ ମୁଖ୍ୟମନ୍ତ୍ରୀ।
Events & Festivals
ଆରମ୍ଭ ହେଲା କଟକର ଐତିହାସିକ ବାଲିଯାତ୍ରା
ଚଳିତବର୍ଷ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି ସାଉଥ୍ ଇଷ୍ଟ ଏସିଆ ପାଭିଲିୟନ। ଜାଭା, ସୁମାତ୍ରା, ବାଲି ଇଣ୍ଡୋନେସିଆ ପରି ଦେଶ ସହିତ ଆମ ଦେଶର ନୌବାଣିଜ୍ୟ ପରମ୍ପରା ସମ୍ପର୍କର ତଥ୍ୟ ଜାଣିପାରିବେ ଦର୍ଶକ।