Advertisment

ସୁନା, ଚାନ୍ଦି ମେଢରେ ଝଟକୁଛନ୍ତି ମାଆ

ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର କଟକ ସହର ।

Advertisment

ମାଆ ଦୁର୍ଗାଙ୍କ ଆଗମନ ପାଇଁ ଚଳଚଞ୍ଚଳ ହୋଇଉଠିଛି ଧରାପୃଷ୍ଠ । ଆଜି ପୀଠରେ ସପ୍ତମୀ ପୂଜା ହେଉଥିବା ବେଳେ ମଣ୍ଡପରେ ମହାଷଷ୍ଠୀ ପୂଜା ରହିଛି । ସବୁଠି ଆଧ୍ୟାତ୍ମିକ ଓ ଉତ୍ସାହର ପରିବେଶ । ଏଥିପାଇଁ କଟକ ସମେତ ଅନ୍ୟାନ୍ୟ ସ୍ଥାନରେ ବିଭିନ୍ନ ପୂଜାମଣ୍ଡପରେ ବ୍ୟାପକ ଆୟୋଜନ କରାଯାଇଛି ।

Advertisment
Odisha Cuttack Durga Puja
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe